‘ଅଳଙ୍କାର’ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨୫ ଯାତ୍ରୀ ଆହତ, ଭଦ୍ରକ ମେଡିକାଲରେ ଭର୍ତ୍ତି

ଭଦ୍ରକ ଅଫିସ,୧।୩: ଭଦ୍ରକ ଜିଲା ୧୬ନଂ ଜାତୀୟ ରାଜପଥ ସିମୁଳିଆ ଭଗିଆ ଛକଠାରେ ଶନିବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ରାଇରଙ୍ଗପୁରରୁ ଭୁବନେଶ୍ୱରର ଯାଉଥିବା ‘ଅଳଙ୍କାର’ ନାମକ ଏକ ଘରୋଇ ବସ୍‌ ଦୁର୍ଘଟଣା ଘଟିବା ଯୋଗୁ ୨୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତରଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବସ୍‌ରେ ୫୦ଜଣ ଯାତ୍ରୀ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ଅଙ୍ଗନୱାଡି ଗୃହ ନିର୍ମାଣ ବିବାଦ: ୨୧ ଆନ୍ଦୋଳନକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ସିଡିପିଓ

ଭଞ୍ଜନଗର, ୧୧।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଜଗନ୍ନାଥପ୍ରସାଦ ବ୍ଲକ ରାଉତି ପଞ୍ଚାୟତରେ ଅଙ୍ଗନୱାଡି କେନ୍ଦ୍ରର ସ୍ଥାୟୀ ଗୃହ ନିର୍ମାଣକୁ ନେଇ ଚାଲିଥିବା ବିବାଦ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri