Posted inଜାତୀୟ

ଅଶାନ୍ତ ପଶ୍ଚିମବଙ୍ଗ: ବିକ୍ଷୋଭବେଳେ ଭାଜପା କର୍ମକର୍ତ୍ତାଙ୍କ ଉପରେ ଲୁହ ବୁହା ଗ୍ୟାସ ପ୍ରୟୋଗ

କୋଲକାତା,୧୨।୬: ପଶ୍ଚିମବଙ୍ଗରେ ହିଂସା ଥମିବାର ନା ନେଉନି। ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଓ ଭାଜପା ମଧ୍ୟରେ ଏବେ ରାଜନୈତିକ ଯୁଦ୍ଧ ତେଜିବାରେ ଲାଗିଛି। ବୁଧବାର ଟିଏମ୍‌ସିି ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ଭାଜପା ଓ ପୋଲିସ ମୁହାଁମୁହିଁ ହୋଇଛନ୍ତି। ଫଳରେ ଭାଜପା କର୍ମକର୍ତ୍ତାଙ୍କ ଉପରେ ପୋଲିସ ଲୁହ ବୁହା ଗ୍ୟାସ ସହିତ ପାଣି ପ୍ରୟୋଗ କରିଛି। ଏଥିସହ ତାଙ୍କ ଉପରେ ଲାଠି ଚାର୍ଜ କରିଥିବା ଜଣାପଡ଼ିଛି। ଯାହାକୁ ନେଇ ବିକ୍ଷୋଭକାରୀଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ପଶ୍ଚିମ ବଙ୍ଗରେ ବାରମ୍ବାର ବିଭିନ୍ନ ସ୍ଥାନରେ ଭାଜପା କର୍ମକର୍ତ୍ତାଙ୍କୁ ହତ୍ୟା କରାଯାଉଛି। ଏହାରି ପଛରେ ଟିଏମ୍‌ସିର ହାତ ଥିବା ଅଭିଯୋଗରେ ମମତା ସରକାର ବିରୋଧରେ ଭାଜପା ରାଜରାସ୍ତାକୁ ଓହ୍ଲାଇଥିଲା। ଏହି ପରିପ୍ରେକ୍ଷୀରେ କୋଲକାତା ଲାଲ ବଜାର ଅଞ୍ଚଳରେ ଥିବା ପୋଲିସ ମୁଖ୍ୟାଳୟକୁ ଭାଜପା କର୍ମକର୍ତ୍ତା ଘେରାଉ କରିଥିଲେ। ସେହି ସମୟରେ ପୋଲିସ ବିକ୍ଷୋଭକାରୀଙ୍କୁ ଅଟକାଇବାକୁ ଯାଇ ଲୁହ ବୁହା ଗ୍ୟାସ ଓ ପାଣି ମାଡ଼ କରିଥିଲା। ଅପରପକ୍ଷରେ ରାଜଧାନୀରେ ଆଇନଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ସହରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ଜିତିବା ପରେ ଶୁବମନଙ୍କ ପାଇଁ କୋହଲି କଲେ ଏମିତି କିଛି, ଜିତିନେଲେ ସମସ୍ତଙ୍କ ମନ; ଭାଇରାଲ ଭିଡିଓ ଦେଖିଲେ…

ବର୍ମିଂହାମ,୧୫।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚରେ ଭାରତୀୟ ଦଳର ଚମତ୍କାର ବିଜୟ ପରେ, ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏକ ସୁନ୍ଦର ଭିଡିଓ ସୋସିଆଲ ମିଡିଆରେ…

୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ…

ସମ୍ପର୍କରେ କଳଙ୍କ: ଦୁଇ ନାବାଳିକା ଝିଅଙ୍କୁ ଭୟଭୀତ କରି ବଳାତ୍କାର କରୁଥିଲେ ବାପା; ମା’ ଜାଣିବା ପରେ…

ବସ୍ତି,୧୫।୭: ଉତ୍ତର ପ୍ରଦେଶର ବସ୍ତି ଜିଲା କଲୱାରୀ ଥାନା ଅଞ୍ଚଳରୁ ଏକ ଅତି ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ପିତା ନିଜର ଦୁଇ ନାବାଳିକା ଝିଅଙ୍କ…

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

ଭିଟାମାଟି ଛାଡ଼ି ଯିବା ପରେ ବି ପିଛା ଛାଡ଼ିଲାନି ମୃତ୍ୟୁ, ୧୪ ବର୍ଷ ପରେ ଖୋଜିଖୋଜି ମାରିଲା ହାତୀ, ଲୋମ ଟାଙ୍କୁରି ଉଠିବ ଏହି ଘଟଣା

କାଠମାଣ୍ଡୁ, ୧୫।୭: ମୃତ୍ୟୁମୁଖରୁ ବୋଧହୁଏ କେହି ବର୍ତ୍ତିପାରିବେ ନାହିିଁ। ଏହି କଥାକୁ ସତ ପ୍ରମାଣିତ କରି ଦେଖାଇଛି ନେପାଳର ଏକ ଭୟଙ୍କର ଜଙ୍ଗଲୀ ହାତୀ। ଯାହାର ନାଁ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଭରଣପୋଷଣ ଟଙ୍କା ଉପରେ ହାଇକୋର୍ଟଙ୍କ ବଡ଼ ରାୟ: ପରିସ୍ଥିତି ଦେଖି ବଦଳିବ ଟଙ୍କା, ସ୍ୱାମୀଙ୍କ ସବୁ ଦରମା ଉପରେ ନାହିଁ ପତ୍ନୀଙ୍କ ହକ୍!

ନୂଆଦିଲ୍ଲୀ, ୧୫।୭: ଭତ୍ତା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସ୍ୱାମୀଙ୍କ ଦରମାର ୨୫% ଦେବା ବାଧ୍ୟତାମୂଳକ ନୁହେଁ, ପରିସ୍ଥିତି ଅନୁସାରେ ବଦଳିପାରେ ରାଶି ଆଲ୍ଲାହାବାଦ ହାଇକୋର୍ଟ…

ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍‌

ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri