ଅଶୋକକୁଁ ଉଧାର କଲା ସ୍ବାସ୍ଥ୍ୟ ବିଭାଗ

ଲାଠୋର,୨୯ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ର ସାନଗୁର୍ଜିଭଟା ଗାଁର ପାଲିପଡ଼ାର ଅଶୋକ ବର୍ଗେ(୩୦)। ଗଲା ୫ ବଛର ହେଲା ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଥିଲେ। ସେ ଟଁକା ପଏସା ଅଭାବୁ ଚିକିତ୍ସିତ ନାଇଁ ହେଇପାରି ଘରେ ପଡ଼ିରହିଥିଲେ।

ସୂଚନା ହିସାବେ ମାଏକିନା ଅଞ୍ଜନା ଆର ପୁଓ ଯୁଗେଶ୍ୱରକୁଁ ନେଇ ଅଶୋକକଁର ପରିବାର। ବାପାର ନାଁରେ ଥିବାର ଦୁଇ ଏକର ଜମିରେ ଦୁଇ ଭାଇ ଚାଷବାସ ସଂଗେ କୁଲି ମଜୁରି କରି ପରିବାର ଚଲଉଥିଲେ। ହେଲେ ଆଏଜ୍‌କେ ୫ ବଛର ତଲେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ଲେ ଅଶୋକ। ଗୁଟାମୁଟା ଶରୀର ଦରଦ୍‌ ହେବାର ଲାଗି ସେ ଆର ଚାଲିବୁଲି ନାଇଁପାରଲେ। ପରିବାର ଲୋକ୍‌ ଯାହା ସଁଚିଥିଲେ ତାକର ଚିକିତ୍ସାରେ ଖରଚ୍‌ କରି ନିରାଶ ହେଲେ। ଶେଷେ ପରିବାର ଲୋକ୍‌ ଉପେ ଶୂଇନ୍‌ ହେଇ ଥାନୀୟ ଧରିତ୍ରୀ ପରତିନିଧିକୁଁ ଭେଟି ଦୁଖ୍‌ ବଖାନିଥିଲେ। ଥାନୀୟ ଧରିତ୍ରୀ ପରତିନିଧି ଜିଲା ଚିକିତ୍ସା ଅଧ୍‌କାରୀକୁଁ ଯୋଗାଯୋଗ କରି ଘଟନା ବାବ୍‌ଦେ କହିଥିଲେ। ଗଲା ୨୮.୪.୨୦୧୯, ରଏବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଚିକିତ୍ସା ଲାଗି ଟଁକା ବାଧକ୍‌, ଅଜନା ରୋଗ୍‌ରେ ପୀଡ଼ିତ ଅଶୋକ’ ଶୀରଷକ୍‌ରେ ଖବର ବାହାରିଥିଲା। ଖବର ବାହାରଲାରୁ ସଂଗେ ସଂଗେ ଜିଲା ମୁଖିଆ ଚିକିତ୍ସା ଅଧ୍‌କାରୀ ଡା.ସଞ୍ଜୁକ୍ତା ସାହୁ ଗୁଟେ ଡାକ୍‌ତରି ଦଲ୍‌ ରୁଗୀକଁର ଘରକେ ପଠେଇଥିଲେ। ଡାକ୍‌ତରି ଦଲ୍‌ ଦୁଇପହରର ୩ ବଜେ ରୁଗୀକଁର ଘରେ ପୁହୁଁଚି ଓ୍ବାର୍ଡ ମେମ୍ବର ଗୌରୀ ଛତ୍ରିଆ ଆର ସୁଶାନ୍ତି ନାଗକର ଉପସ୍ଥିତିରେ ଚିକିତ୍ସା ଲାଗି ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକେ ନେଇଥିଲେ। ରୁଗୀ ଅଶୋକ ବର୍ଗେକଁର ସଂଗେ ତାକର ଭାଇ ଆନନ୍ଦ ଆର ପଡ଼ିଶା ଘରର ଜାମଧର ଯାଇଥିବାର ଜନାଯାଇଛେ। ଇ ସାହାଯ୍‌ ଲାଗି ରୁଗୀକଁର ପରିବାର ଲୋକ୍‌ ଧରିତ୍ରୀ ଖବର କାଗଜକେ ଅଶେଷ୍‌ ଧଏନ୍‌ବାଦ ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଅଧା ରହିଗଲା ସମଲେଶ୍ୱରୀ ଦର୍ଶନ, ଟୁରିଷ୍ଟ ବସ ଓଲଟି ୧୫ ଆହତ

ସମ୍ବଲପୁର, ୨୭।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଜାତୀୟ ରାଜପଥ(୫୫) ଉପରେ ଗୁରୁବାର ଭୋରରେ ଏକ ଟୁରିଷ୍ଟ ବସ ଦୁର୍ଘଟଣାର...

ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri