Posted inଖେଳ

ଅଶ୍ୱିନ ଯୁଗ୍ମ ଦ୍ରୁତତମ

ବିଶାଖାପାଟଣା,୬।୧୦- ଭାରତୀୟ ଦଳର ଆଗଧାଡ଼ିର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ରବିବାର ଥେଉନିସ ଡି ବ୍ରୁଇନଙ୍କୁ ଆଉଟ୍‌ କରି ଟେଷ୍ଟ କ୍ରିକେଟରେ ୩୫୦ ଉଇକେଟ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ଛୁଇଁବାରେ ଅଶ୍ୱିନ ଶ୍ରୀଲଙ୍କାର କିମ୍ବଦନ୍ତୀ ମୁଥିଆ ମୁରଲୀଧରନଙ୍କ ସହ ଯୁଗ୍ମ ଦ୍ରୁତତମ ବୋଲର ହୋଇପାରିଛନ୍ତି। ଦୁହେଁ କ୍ୟାରିୟରର ୬୬ତମ ମ୍ୟାଚ୍‌ରେ ଏହି ସଫଳତା ପାଇଛନ୍ତି। ଟେଷ୍ଟ କ୍ରିକେଟର ସର୍ବାଧିକ ୮୦୦ ଉଇକେଟ ନେଇଥିବା କିମ୍ବଦନ୍ତୀ ମୁରଲୀଧରନ ୨୦୧୦ରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। ୩୩ ବର୍ଷୀୟ ଅଶ୍ୱିନ ପ୍ରଥମ ଇନିଂସରେ ୧୪୫ ରନ୍‌ ବ୍ୟୟ କରି ୭ ଉଇକେଟ ହାତେଇଥିଲେ। ଏହା ଥିଲା ତାଙ୍କ କ୍ୟାରିୟରର ୨୭ତମ ୫ ଉଇକେଟ। ଉଲ୍ଲେଖଥାଉ କି, ୨୦୧୭ ନଭେମ୍ବର ଦ୍ରୁତତମ ବୋଲର ଭାବେ ଅଶ୍ୱିନ ୩୦୦ ଉଇକେଟ ନେବାର ରେକର୍ଡ ଅଧିକାରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?