Posted inଖେଳ

ଅଷ୍ଟ୍ରେଲିଆନ ଫର୍ମୁଲାଓ୍ବାନ ଗ୍ରାଁପ୍ରି ବାତିଲ

ମେଲବୋର୍ନ, ୧୩ା୩ (ଏଏଫ୍‌ପି): ଶୁକ୍ରବାର ପ୍ରାକ୍ଟିସ ସେସନ ଆରମ୍ଭ ପୂର୍ବରୁ ସିଜନ ଓପନିଂ ଅଷ୍ଟ୍ରେଲିଆନ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରିକୁ ବାତିଲ କରିଦିଆଯାଇଛି। ମ୍ୟାକଲରେନ ଟିମ୍‌ର ଜଣେ ସଦସ୍ୟ କରୋନା ଭାଇରସରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ରେସ୍‌ର ଆୟୋଜନ ନେଇ ଆଶଙ୍କା ସୃଷ୍ଟି ହୋଇଥିଲା। ଏପ୍ରିଲରେ ହେବାକୁଥିବା ରେସ୍‌ ଚାଇନିଜ ଗ୍ରାଁପ୍ରିକୁ ପୂର୍ବରୁ ସ୍ଥଗିତ ରଖାଯାଇ ସାରିଛି। ବାହାରିନଠାରେ ମାର୍ଚ୍ଚ ୨୨ରେ ସିଜନର ଦ୍ୱିତୀୟ ରେସ୍‌ ବିନା ଦର୍ଶକରେ ହେବ। ବର୍ଷର ଅବଶିଷ୍ଟ ରେସ୍‌ ଗୁଡିକର ଆୟୋଜନ ନେଇ ପ୍ରଶ୍ନବାଚୀ ସୃଷକଟି ହୋଇଛି। ଗୁରୁବାର ନିଜ ଟିମ୍‌ର ଜଣେ ସଦସ୍ୟ କରୋନା ଭାଇରସରେ ସଂକ୍ରମିତ ଥିବା ବିଷୟ ଜଣାପଡ଼ିବା ପରେ ମ୍ୟାକଲରେନ ରେସ୍‌ରୁ ଓହରିଯିବା ଲାଗି ନିଷ୍ପତ୍ତି ନେଇଥିଲା। କରୋନା ଭାଇରସ୍‌ ଆତଙ୍କ ସତ୍ତ୍ୱେ କିପରି ରେସ୍‌ ଆୟୋଜନ କରାଯାଉଛି ସେଥିରେ ମୁଁ ବିସ୍ମିତ ବୋଲି ବିଶ୍ୱ ଚାମ୍ପିୟନ ଲୁଇସ୍‌ ହାମିଲଟନ କହିଛନ୍ତି। ମ୍ୟାକଲରେନ ଟିମ୍‌ର ଅନ୍ୟ ୧୪ଜଣ ଏବେ ନଜରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ଚାଲିଗଲା ୧୮ଜଣଙ୍କ ଜୀବନ, ୬ଜଣ ଗୁରୁତର

ଭେଟ୍‌ଲାପାଲେମ୍‌,୨୮ା୨: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରେ ଥିବା ଏକ ବାଣ କାରଖାନାରେ ଶନିବାର ଭୟଙ୍କର ବିସ୍ପୋରଣ ଘଟିଛି। ବିସ୍ପୋରଣରେ ୧୮ ଜଣଙ୍କ ମୃତ୍ୟୁ ଘଟିବା ସହ ୬ଜଣ ଗୁରୁତର…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

କ୍ୟାବିନ ପୋଡ଼ି, ଠେଲା ଭାଙ୍ଗିଦେଲେ

ରିଷିଡ଼ା,୨୮ା୨ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ୍‌ ରିଷିଡ଼ା ତେରେସିଂହା (ଫଟାମୁଣ୍ତା) ଛକରେ କାଠରେ ତିଆରି ଏକ କ୍ୟାବିନକୁ କେହି ଜଣେ ଦୁର୍ବୃତ୍ତ ପୋଡ଼ିଦେଇଥିବା ଅଭିଯୋଗ…

ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ଜଣେ ନିଖୋଜ, ୨ ଉଦ୍ଧାର

ଥୁଆମୂଳ ରାମପୁର, ୨୮ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ମାଛ ଧରିବାକୁ…

ବାଇକ ଧକ୍କାରେ ୬ ବର୍ଷର ଶିଶୁ ଗୁରୁତର

ମୋହନା,୨୮।୨( ମମ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବଡ଼ଖଣି ଗାଁ ସ୍କୁଲ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶନିବାର …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri