ଅଷ୍ଟ୍ରେଲିଆରେ ଉତ୍ସବ ମନାଇଲେ ଭାଜପା ସମର୍ଥକ

ସିଡ୍‌ନୀ,୨୩।୫: ଭାରତର ଲୋକ ସଭା ନିର୍ବାଚନ ଫଳାଫଳ ଉପରେ ସାରା ବିଶ୍ୱର ନଜର ରହିଛି। ଗୁରୁବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ଭାଜପା ସାରା ଦେଶରେ ପ୍ରାୟ ୨୯୫ରୁ ଊର୍ଦ୍ଧ୍ୱ ଆସନରେ ଆଗୁଆ ରହିଥିବା ଜଣାପଡିଛି। ଏହି ଖବର ପରେ ଅଷ୍ଟ୍ରେଲିଆର ସିଡ୍‌ନୀ ଓ ମେଲବୋର୍ନରେ ଥିବା ଭାଜପା ସମର୍ଥକମାନେ ଉତ୍ସବ ମନାଇବା ଆରମ୍ଭ କରିଛନ୍ତି।

Share