ଅଷ୍ଟ୍ରେଲିଆ ନିର୍ବାଚନ: ପୁଣି ଥରେ କ୍ଷମତାକୁ ଫେରିଲା କଞ୍ଜରଭେଟିଭ ମେଣ୍ଟ

ସିଡନୀ, ୧୯।୫: ଏକଜିଟ୍‌ ପୋଲ୍‌ ଆକଳନକୁ ଭୁଲ ସାବ୍ୟସ୍ତ କରି ପୁଣି ଥରେ ଶାସକ କଞ୍ଜରଭେଟିଭ ଲିବେରାଲ ପାର୍ଟି ମେଣ୍ଟ ବିଜୟୀ ହୋଇଛି। ଏଠାରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟର ୧୫୧ ଆସନ ମଧ୍ୟରୁ ପ୍ରଧାନମନ୍ତ୍ରୀ ସ୍କଟ ମରିସନଙ୍କ ନେତୃତ୍ୱାଧୀନ କଞ୍ଜରଭେଟିଭ ଲିବେରାଲ ପାର୍ଟି ମେଣ୍ଟ ସପକ୍ଷରେ ୭୪ଟି ଆସନ ମିଳିଛି। ସରକାର ଗଠନ ପାଇଁ ୭୬ ଆସନ ଆବଶ୍ୟକ ଥିଲାବେଳେ ବିରୋଧୀ ଲେବର ପାର୍ଟିକୁ ୬୫ ଆସନରେ ବିଜୟୀ ହୋଇ ଅଳ୍ପକେ ସରକାର ଗଠନରୁ ବଞ୍ଚିତ ହୋଇଛି। ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇ ନ ଥିବାବେଳେ ଅବଶିଷ୍ଟ ୧୨ ଆସନରେ ଫଳାଫଳ ଅସ୍ପଷ୍ଟ ରହିଛି। ପ୍ରତି ୬ବର୍ଷରେ ଦେଶରେ ସାଧାରଣ ନିବାଚନ ଅନୁଷ୍ଠିତ ହେଉଥିବାବେଳେ ଏଥର ଏକଜିଟ୍‌ ପୋଲରେ ବିରୋଧୀ ଲେବର ପାର୍ଟିକୁ ବହୁମତ ମିଳିବ ବୋଲି ପୂର୍ବାନୁମାନ କରାଯାଇଥିଲା। ଯାହା ଭୁଲ ପ୍ରମାଣିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri