ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରୁ ରୟ ବାଦ୍‌

ଲଣ୍ଡନ,୨୪।୬(ଏଏଫ୍‌ପି): ଜାସନ ରୟ ମଙ୍ଗଳବାର ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଖେଳିପାରିବେ ନାହିଁ। ସେ ଏପର୍ଯ୍ୟନ୍ତ ମାଂସପେଶୀଜନିତ ସମସ୍ୟାରୁ ସମ୍ପୂର୍ଣ୍ଣ ରୂପେ ମୁକୁଳି ପାରିନାହାନ୍ତି। କିନ୍ତୁ ଏହି ଓପ୍‌ନର ନିଜ ଫିଟ୍‌ନେସ୍‌ର ପ୍ରମାଣ ଦେବା ପାଇଁ ସୋମବାର ନେଟ୍ସରେ ଅଭ୍ୟାସ କରିଥିଲେ। ୨୮ ବର୍ଷୀୟ ବ୍ୟାଟ୍ସମ୍ୟାନଙ୍କ ଗତ ୧୪ ତାରିଖରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ମ୍ୟାଚ୍‌ରେ ବାମଗୋଡ଼ର ମାଂସପେଶୀ ଟାଣି ହୋଇଯାଇଥିଲା। ଏହି କାରଣରୁ ଆଫଗାନିସ୍ତାନ ଓ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରୁ ସେ ବାଦ୍‌ ପଡ଼ିଥିଲେ। ତାଙ୍କ ସମସ୍ୟାର ପୁନଃ ସ୍କାନ୍‌ କରାଯିବା ପରେ ତାଙ୍କୁ ବିଶ୍ରାମ ଦିଆଯିବା ନେଇ ସୂଚନା ମିଳିଛି। ସେ ଆସନ୍ତା ରବିବାର ଖେଳାଯିବାକୁ ଥିବା ଭାରତ ବିପକ୍ଷ ମ୍ୟାଚ୍‌ରେ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି। ତାଙ୍କ ବଦଳରେ ଜେମ୍ସ ଭିନ୍ସ ଓପ୍‌ନିଂ ଭାର ସମ୍ଭାଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri