Posted inଖେଳ

ଅଷ୍ଟ୍ରେଲିଆ ସାମ୍ନାରେ ୨୫୬ ରନ ଲକ୍ଷ୍ୟ

ମୁମ୍ବାଇ, ୧୪।୧- ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ସାମ୍ନାରେ ଭାରତ ୨୫୬ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୪୯.୧ ଓଭରରେ ୨୫୫ ରନ କରି ଅଲ୍‌ଆଉଟ୍‌ ହୋଇଯାଇଛି। ଦଳ ପକ୍ଷରୁ ଶିଖର ଧାଓ୍ବନ ୭୪, ଲୋକେଶ ରାହୁଲ ୪୭, ରିଷଭ ପନ୍ତ ୨୫, ରବୀନ୍ଦ୍ର ଜାଡେଜା ୨୫, ରୋହିତ୍‌ ଶର୍ମା ୧୦ ରନ କରିଥିଲେ। ସଫଳ ବୋଲର ଭାବେ ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ ୩, ପ୍ୟାଟ୍‌ କୁମିନ୍ସ ଓ କେନ ରିଚାର୍ଡଶନ ୨ଟି ଲେଖାଏ ଉଇକେଟ୍‌ ନେଇଛନ୍ତି। ପ୍ରାରମ୍ଭରୁ ଇନ୍‌ଫର୍ମ ବ୍ୟାଟ୍ସମ୍ୟାନ ରୋହିତ୍‌ ଶର୍ମା (୧୦) ଶସ୍ତାରେ ପ୍ୟାଭିଲିୟନ ଫେରିଯାଇଥିଲେ। କିନ୍ତୁ ଲୋକେଶ ରାହୁଲ ଅନ୍ୟତମ ଓପନର୍‌ ଶିଖର ଧାଓ୍ବନଙ୍କ ସହ ମିଶି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ। ଦ୍ୱିତୀୟ ଉଇକେଟ୍‌ରେ ଧାଓ୍ବନ-ରାହୁଲ ଯୋଡ଼ି ୧୨୧ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର, କୋଚ୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୦।୪: କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ଲାଗି ଖରାପ ଖବର। ଗୋଟିଏ ପଟେ ଥାଲାଙ୍କ ବ୍ୟାଟିଂ ଦେଖି ପ୍ରଶଂସକ ତାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ଦେଖିବାକୁ...

ପୁଣି ପଡ଼ିଆରେ ମୁହାଁମୁହିଁ ହେଲେ ବିରାଟ-ଗମ୍ଭୀର, କିନ୍ତୁ ଅନ୍ଦାଜ ଥିଲା ଅଲଗା

କୋଲକାତା,୨୦।୪: ଆଇପିଏଲ୍ ୨୦୨୩ ରେ କଥା ଭାରତର ଦୁଇ ଷ୍ଟାର ବ୍ୟାଟର ଗୌତମ ଗମ୍ଭୀର ଏବଂ ବିରାଟ କୋହଲି ସାମାନ୍ୟ କିଛି କଥାକୁ ନେଇ ମୁହାଁମୁହିଁ...

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ...

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ...

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ...

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri