ଅସମ୍ଭାଳ ତାତି: ୧୫ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୧ା୪(ବ୍ୟୁରୋ):  ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ଅସ୍ତବ୍ୟସ୍ତ । ସକାଳ ହେବା ମାତ୍ରେ ମାଡ଼ିଆସୁଛି ତତଲା ପବନ। ଅପରାହ୍ନ ୫ଟା ଯାଏ ନିସ୍ତାର ନାହିଁ। ଜଳିପୋଡ଼ି ଯାଉଛି ଦେହମୁଣ୍ଡ । ତାତିର ପ୍ରକୋପରେ ମଣିଷଠାରୁ ଜୀବଜନ୍ତୁ ସମସ୍ତେ କଲବଲ ହେଉଛନ୍ତି। ଗତ କିଛିଦିନ ହେବ ସମଗ୍ର ରାଜ୍ୟ ସତେଯେମିତି ତତଲା ତାଓ୍ବାରେ ସିଝୁଛି।
ପାରଦ ୪୧ଡିଗ୍ରୀ ପାରହୋଇଛି। ମଙ୍ଗଳବାର ରାଜ୍ୟର ୯ ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ବାରିପଦାରେ ସର୍ବାଧିକ ୪୧.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁୁଗୁଡ଼ା ୪୧.୨, ଭୁବନେଶ୍ୱର ୪୦.୭, ସମ୍ବଲପୁର ୪୦.୮, କଟକ ୪୦, ଅନୁଗୋଳ ୪୦.୧, ସୁନ୍ଦରଗଡ଼ ୪୦, ଟିଟିଲାଗଡ଼ ୪୦.୫, ବୌଦ୍ଧ ୪୦.୫, ସୋନପୁର ୩୯.୭, ନୟାଗଡ଼ ୩୯, ପାରଳାଖେମୁଣ୍ଡି ୩୯.୭, ଭଦ୍ରକ ୩୯, ଢେଙ୍କାନାଳ ୩୯, ଜଗତ୍‌ସିଂହପୁର ୩୯ ଏବଂ ରାଉରକେଲାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଏଭଳି ଉତ୍ତପ୍ତ ପରିବେଶ ଆସନ୍ତା ୧୫ ତାରିଖ ଯାଏ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri