ଅସରାଏ ବର୍ଷାରେ ଆଣ୍ଠୁଏ ପାଣି

ଚୌଦ୍ୱାର,୧୩ା୬(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ୧୭ନଂ. ଓ୍ବାର୍ଡ ନୂଆସାହି ଉପ୍ରା ବିଦ୍ୟାଳୟଠାରୁ ଶିବାନୀ ମନ୍ଦିର ଛକ ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଅସରାଏ ବର୍ଷା ହେଲେ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିବା ସହିତ ରାସ୍ତାରେ ଛୋଟବଡ଼ ଗର୍ତ୍ତ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ରାସ୍ତା ଉପରେ ପ୍ରତିଦିନ ଅଞ୍ଚଳର ଶତାଧିକ ଲୋକ ଯିବାଆସିବା କରିବା ପାଇଁ ନିର୍ଭର କରିଥାନ୍ତି। ରାସ୍ତା ନିର୍ମାଣ ଓ ଜଳ ନିଷ୍କାସନ ପାଇଁ ବାରମ୍ବାର ଦାବି ହେଉଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଏହାର ସ୍ଥାୟୀ ସମାଧାନ ହୋଇପାରି ନାହିଁ। ତୁରନ୍ତ ରାସ୍ତା ନିର୍ମାଣ ପାଇଁ ନୀଳକଣ୍ଠ ପ୍ରଧାନ, ଭାସ୍କର ପ୍ରଧାନ, ସୁଶୀଳା ପଟ୍ଟନାୟକ, ଗିରିଧାରୀ ଦଳାଇ, ହଂସଚରଣ ସାହୁ,କେ ମାଲୁସ, ପ୍ରଦେଶ ସାମଲ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?