ଅସହାୟଙ୍କ ଦେବଦୂତ ସାଜିଲେ ଦୁଇବନ୍ଧୁ

ବରଗଡ଼ ଅଫିସ୍‌,୧୯।୪-କରୋନା ବିପର୍ଯ୍ୟୟ ସମୟରେ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲସ୍ତଲା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବୈଲୋଚନ ପ୍ରଧାନ ଏବଂ ଜୀବନ ବୀମା ନିଗମ(ଏଲଆଇସି)ରେ କାମ କରୁଥିବା ତାଙ୍କ ଜଣେ ବନ୍ଧୁ ଶେଷଦେବ ଗିରି ଅସହାୟଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି । ନିଜ ଦରମାରୁ ବୈଲୋଚନ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୫ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି । ସେହିପରି ବୈଲୋଚନ ଏବଂ ଶେଷଦେବ ଗତ ୯ତାରିଖରୁ ଗରିବ, ଅସହାୟଙ୍କୁ ସହାୟତା ଅଭିଯାନରେ ବାହାରିଛନ୍ତି । ଇତିମଧ୍ୟରେ ଉଭୟେ ବରଗଡ଼ ଗୋବିନ୍ଦପାଲିର ୫୦ ପରିବାର, ପଞ୍ଚାୟତ କଲେଜ ନିକଟସ୍ଥ ବସ୍ତିର ୩୫ ପରିବାର, ମୁଣ୍ଡାପଡ଼ାର ୫ପରିବାର, ନୂଆପଡ଼ାର ୬ ପରିବାର, ମୁସଲିମପଡ଼ାର ୧୧ ପରିବାର, ନଦୀପଡ଼ାର ୭ପରିବାର, ବାନ୍ଦୁଟିକ୍ରାର ୨ପରିବାରକୁ ନିଜ ଖର୍ଚ୍ଚରେ ରାଶନ ସାମଗ୍ରୀ ଯୋଗାଇ ଦେଇଛନ୍ତି । ଆବଶ୍ୟକତା ଅନୁସାରେ କାହାକୁ ୫ଦିନ, ୧୦ଦିନ ଏବଂ ଆଉ କାହାକୁ ମାସକ ପାଇଁ ଚାଉଳ, ଚୂଡ଼ା, ଚିନି, ଆଳୁ, ତେଲ, ପରିବା ଆଦି ରାଶନ ସାମଗ୍ରୀ ପ୍ରଦାନ କରିଥିବା ବୈଲୋଚନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଚାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri