ବରଗଡ଼ ଅଫିସ,୨୦।୧: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଚୋରଗ୍ରୀଣ୍ଡୋଲା ଗ୍ରାମରେ ଅସହାୟ ଅବସ୍ଥାରେ ବୁଲୁଥିବା ଜଣେ ନାବାଳିକାଙ୍କୁ ସୋମବାର ଉଦ୍ଧାର କରାଯାଇଛି । ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାରର଼ ସମ୍ପାଦକ ଅଶ୍ବିନୀ ତ୍ରିପାଠୀ ଗ୍ରାମବାସୀଙ୍କଠାରୁ ଏ ନେଇ ସୂଚନା ପାଇଥିଲେ। ପରେ ସେ ଜିଲା ଶିଶୁ ମଙ୍ଗଳ ସମିତିକୁ ଖବର ଦେଇଥିଲେ। ଖବରପାଇ ଚାଇଲ୍ଡ ଲାଇନ୍ ସଦସ୍ୟମାନେ ସେଠାକୁ ଯାଇ ନାବାଳିକାଙ୍କୁ ଜିଲା ଶିଶୁ ମଙ୍ଗଳ ସମିତିକୁ ଆଣିଥିଲେ। ତେବେ ନାବାଳିକା ଜଣକ କିଛି କହିପାରୁ ନ ଥିବା ତଥା ନୀରବ ରହୁଥିବା ଯୋଗୁ ତାଙ୍କ ପରିଚୟ ମିଳି ପାରି ନାହିଁ। ତାଙ୍କୁ ଚିକିତ୍ସା ଲାଗି ଜିଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ଜିଲା ଶିଶୁ ମଙ୍ଗଳ ସମିତିର ପରାମର୍ଶକ୍ରମେ ଚାଇଲ୍ଡ ଲାଇନ ଓ ସଖୀ ସଂସ୍ଥାର ସଦସ୍ୟମାନେ ଭିମସାର, ବୁର୍ଲା ଡାକ୍ତରଖାନାକୁ ନେଇଛନ୍ତି।
Posted inଆମ ଜିଲା ଖବର, ବରଗଡ଼ View All
ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ
କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…
ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ
ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼…
ଜିଲାସ୍ତରୀୟ ପିଏମ୍ଶ୍ରୀ କୁଇଜ୍ ପ୍ରତିଯୋଗିତା, ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ
ବଲାଙ୍ଗୀର: ୮।୧୧(ସୁନିଲ କୁମାର ମହାନ୍ତି): ଛାତ୍ରୀଛାତ୍ରଙ୍କ ଜ୍ଞାନ, ମେଧା, ଉପସ୍ଥିତ ବୁଦ୍ଧି ଓ ପ୍ରତିଯୋଗିତାମୂଳକ ମନୋଭାବର ବିକାଶ ଲକ୍ଷ୍ୟରେ ଜିଲାସ୍ତରୀୟ ପିଏମ୍ଶୀ କୁଇଜ ପ୍ରତିଯୋଗିତା ୨୦୨୬ ବଲାଙ୍ଗୀରସ୍ଥିତ…
ଗୁଣିଗାରେଡ଼ି ସନ୍ଦେହରେ ୮୦ ବର୍ଷୀୟ ବୃଦ୍ଧଙ୍କୁ ନିର୍ମମ ହତ୍ୟା ମାମଲା, ଦୁଇ ଭାଇ ଗିରଫ
ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ଅନ୍ଧବିଶ୍ୱାସର କରୁଣ ପରିଣତି । ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ଅଭିଯୋଗରେ ତାରସିଂ ଥାନା…
ବିହାରୀ ଯୁବକଙ୍କ ସହ ଫେରାର ହେଉଥିବା ଆଦିବାସୀ ୱାର୍ଡସଭ୍ୟାଙ୍କୁ ଅଟକ
ମହାକାଳପଡ଼ା, ୮।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ଜଙ୍ଗଲଘେରି ଶବରପଡ଼ାର ଆଦିବାସୀ ମହିଳା ୱାର୍ଡ ସଭ୍ୟାଙ୍କୁ ବିହାର ରାଜ୍ୟର…
ପୋଖରୀରେ ବୁଡ଼ି ୨ ଜଣଙ୍କ ମୃତ୍ୟୁ: ଗାଁ ଶ୍ମଶାନରେ ଜଳିଲା ଜୁଇ, ବିଧାୟକ ପହଞ୍ଚି…
ଅତାବିରା,୮ା୧୧(ଯୁଧିଷ୍ଠିତ ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ ଗମ୍ଭାଟିକ୍ରା ଗ୍ରାମରେ ଶନିବାର ପୋଖରୀରେ ମାଛ ମାରିବାକୁ ଯାଇଥିବାବେଳେ ଗ୍ରାମର ରମେଶ ମହାକୁର (୫୫)…
ନକଲି ସୁନା ଦେଇ ୪ ଲକ୍ଷ ଟଙ୍କା ଲୁଟ୍, ୪ ଅଭିଯୁକ୍ତଙ୍କୁ ଗିରଫ କରି…
ଭବାନୀପାଟଣା,୮ା୧୧(ଉତ୍ତମ କୁମାର ଦାଶ): ବିକ୍ରି କରିବା ବାହାନାରେ ନକଲି ସୁନା ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଲୁଟି ନେବା ଅଭିଯୋଗରେ ରବିବାର ଭବାନୀପାଟଣା ସଦର…
ଦୀପାବଳିରେ ଗଡ଼ିଲା ମୁଣ୍ଡ, ପେସାଦାର ଅପରାଧୀ ସନ୍ତୋଷଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା
ବ୍ରହ୍ମପୁର,୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ଏବେ ପର୍ବପର୍ବାଣିରେ ଗଡୁଛି ମୁଣ୍ଡ। ଗତବର୍ଷ କୁମାର ପୂର୍ଣ୍ଣିମାରେ ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ହତ୍ୟା କରାଯାଇଥିଲା। ଚଳିତ…

