ଅସହାୟ ଅବସ୍ଥାରେ ୯ ପରିବାର

ଖଇରା,୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶ୍ରୀରାମପୁର ଅଙ୍ଗନୱାଡି କେନ୍ଦ୍ର ଅଧୀନରେ ୯ ପରିବାର ଖାଦ୍ୟ ନ ପାଇ ଅସହାୟ ଅବସ୍ଥାରେ ରହିଛନ୍ତି। ସେମାନଙ୍କ ପାଖରେ ପ୍ରଶାସନ ପହଞ୍ଚିନାହିଁ। ସେମାନଙ୍କ ପାଇଁ ରନ୍ଧାଖାଦ୍ୟ ବ୍ୟବସ୍ଥା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ା ଶ୍ୟାମସୁନ୍ଦରପୁର ପଞ୍ଚାୟତ ଶ୍ରୀରାମପୁର ଗ୍ରାମର ବିଶ୍ୱନାଥ ସାହୁ, ଭଗବାନ ପାତ୍ର, ଦୟାନିଧି ପାତ୍ର, ଜୟନ୍ତ ଦାସଙ୍କ ସମେତ ୯ ପରିବାର ଦୈନିକ ମଜୁରି ଲାଗି ଗୁଜୁରାଣ ମେଣ୍ଟାଉଥିଲେ। ଏବେ ଖାଦ୍ୟାଭାବ ଏହି ପରିବାରଗୁଡିକୁ ଚିନ୍ତାରେ ପକାଇଛି ା ଏ ସମ୍ପର୍କରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କୁ ଯୋଗାଯୋଗ କରିବାରେ ସମସ୍ତଙ୍କୁ ରାଶନକାର୍ଡରେ ୩ ମାସର ଖାଉଟିସାମଗ୍ରୀ ପ୍ରଦାନ କରାଯାଇଛି ା ଯଦି ଆବଶ୍ୟକ ପଡେ ତେବେ ତାଙ୍କ ପାଇଁ ଖାଦ୍ୟର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?