ଅସହାୟ ପରିବାରକୁ ସାହାଯ୍ୟର ହାତ ବଢ଼ାଇଲେ ସରପଞ୍ଚ

ଲାଠୋର, ୨୨।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅଧୀନ ଜଲପାଙ୍କେଲ ଗ୍ରାମର ସ୍ବର୍ଗତ ଦୁର୍ଯ୍ୟୋଧନ ମେହେରଙ୍କ ପରିବାରକୁ ସ୍ଥାନୀୟ ସରପଞ୍ଚ ପ୍ରବୀଣ ଅଗ୍ରଓ୍ବାଲ ସହଯୋଗର ହାତ ବଢାଇଛନ୍ତି। ଜ୍ୱରରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପାଟଣାଗଡ ହସ୍‌ପିଟାଲରେ ତାଙ୍କର ମୃତ୍ୟୁ ଘଟିଥିଲା। ଫଳରେ ତାଙ୍କ ପରିବାର ସଂପୂର୍ଣ୍ଣ ରୂପେ ବେସାହାରା ହୋଇପଡିଥିଲେ। ଏହାକୁ ନେଇ ଗତ ୨୦ ତାରିଖରେ ‘ଦୁଇ ପିଲାଙ୍କୁ ନେଇ ଲୁହ ଗଡାଉଛନ୍ତି ସୁଜାତା’ ଶୀର୍ଷକ ଖବର ଧରିତ୍‌ରୀରେ ପ୍ରକାଶ ପାଇଥିଲା। ଲାଠୋର ସରପଞ୍ଚ ଅଗ୍ରୱାଲ ଏହା ଜାଣିଲା ପରେ ମୃତକଙ୍କ ଘରେ ପହଞ୍ଚିଥିଲେ। ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଏକ ପ୍ୟାକେଟ ଚାଉଳ, ୩ କେଜି ଡାଲି ଏବଂ ୨ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଅନ୍ୟପକ୍ଷେ ଏହି ପରିବାର ଲାଗି ସରକାରୀ ଭାବେ ଯେଉଁ ସବୁ ସହାୟତା ରହିଛି ତାହା ଦେବା ପାଇଁ ଖପ୍ରାଖୋଲ ବିଡିଓ ତରଣି ସୁନାଙ୍କୁ ସରପଞ୍ଚ ଅନୁରୋଧ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri