ଅସହାୟ ବୃଦ୍ଧ ଦମ୍ପତିଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

 

ଖଜୁରିପଡା/ବଲସକୁମ୍ପା,୨୪ା୬(ଡି.ଏନ୍‌.ଏ.)- ଖଜୁରିପଡ଼ା ବ୍ଲକ ଟିଟ୍ରାପଙ୍ଗା ପଞ୍ଚାୟତ ଭୁକ୍ତାକନାଲି ଗ୍ରାମର ବୃଦ୍ଧ ଅନ୍ତର୍ଯ୍ୟାମୀ ଦିଗାଲ (୭୫) ଏବଂ ସ୍ତ୍ରୀ ରାଇବାରି (୭୦) ଭଙ୍ଗା କୁଡିଆରେ ଅସହାୟ ଅବସ୍ଥାରେ ରହୁଥିଲେ। ବୟସାଧିକ୍ୟ ଯୋଗୁ ଆଖିକୁ ଭଲ ଦିଶୁ ନ ଥିବାବେଳେ ଓଳିଏ ଖାଇଲେ ଆର ଓଳିକୁ ଉପାସ ରହୁଛନ୍ତି। ଏନେଇ ଗତ ୧୯ ତାରିଖରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଇଥିଲା। ଖଜୁରିପଡା ତହସିଲଦାର ସପ୍ନିତା ନାୟକ ଏବଂ ଆର୍‌ଆଇ ପୁରାନାଥ ମଲ୍ଲିକ ରବିବାର ଭୁକ୍ତାକନାଲିରେ ପହଞ୍ଚତ୍ ବୃଦ୍ଧ ଦମ୍ପତିଙ୍କୁ ଭେଟିଛନ୍ତି। ତହସିଲଦାର ଜରିପାଲ ଏବଂ ଶୁଖିଲା ଖାଦ୍ୟ ପ୍ରଦାନ କରିଥିଲେ। ବ୍ଲକ ଓ ଜିଲା ପ୍ରଶାସନ ସହ ଆଲୋଚନା କରି ସମସ୍ତ ସରକାରୀ ସହାୟତା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri