ଅସହାୟ ଶ୍ରମିକ ପରିବାରକୁ ମିଳୁନି ଖାଦ୍ୟ

ବରଗଡ଼ ଅଫିସ୍‌,୩୧।୩-କରୋନା ପ୍ରତିହତ ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ଲୋକେ ଫସି ରହିଛନ୍ତି । ତେବେ ଏଭଳି ସ୍ଥିତିରେ ମୁଖ୍ୟତଃ ଗରିବ, ଅସହାୟ ଲୋକେ ଅଡ଼ୁଆରେ ପଡ଼ିଛନ୍ତି । ସେମାନଙ୍କୁ ଭଲଭାବେ ମୁଠାଏ ଖାଇବାକୁ ମିଳୁ ନାହିଁ । ବରଗଡ଼ ସହରର ଆଶାକିରଣ ନିକଟ ଆଇସ୍‌ ଫ୍ୟାକ୍ଟ୍ରି ପାଖରେ ୫ଜଣ ଏବଂ ସମ୍ବଲପୁର ଜିଲା ଗୋଲଗୁଣ୍ଡା ନିକଟ ଇଟା ଫ୍ୟାକ୍ଟ୍ରି ଓ ସ୍କ୍ରାପ୍‌ ଦୋକାନରେ ୩୬ଜଣ ଶ୍ରମିକ ନିଜ ପିଲାଛୁଆଙ୍କ ସହିତ ଫସି ରହିଥିବା ସୂଚନା ମିଳିଛି । ଆଶାକିରଣ ପାଖରେ ଫସି ରହିଥିବା ଶ୍ରମିକମାନେ ଝାରବନ୍ଧ ବ୍ଲକ ଜଟେଶିରା ଅଞ୍ଚଳର ହୋଇଥିବାବେଳେ ଗୋଲଗୁଣ୍ଡାରେ ଫସିଥିବା ଶ୍ରମିକମାନେ ସୁନ୍ଦରଗଡ଼ ଓ ଉତ୍ତରପ୍ରଦେଶ ଅଞ୍ଚଳର ବୋଲି ଜଣାପଡ଼ିଛି । ଏହି ସୂଚନା ପାଇବା ପରେ ବରଗଡ଼ର ସାମାଜିକ କର୍ମୀ ରଞ୍ଜିତା ପ୍ରିୟଦର୍ଶିନୀ ସେମାନଙ୍କୁ ଖାଦ୍ୟ ଯୋଗାଣ ସହିତ ଅନ୍ୟ ବିହିତ ପଦକ୍ଷେପ ନେବା ପାଇଁ ଯଥାକ୍ରମେ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏବଂ ଆଇଜି ଅମିତାଭ ଠାକୁରଙ୍କୁ ଜଣାଇଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?