ଅସୁସ୍ଥତା ଯୋଗୁ ପାଞ୍ଚ କେଜି କମିଲା ବିଗ୍‌ ବିଙ୍କ ଓଜନ, ଚିନ୍ତାବ୍ୟକ୍ତ କଲେ ପ୍ରଶଂସକ

ମୁମ୍ବାଇ: ନିକଟରେ ଅସୁସ୍ଥ ହୋଇପଡ଼ିଥିଲେ ବିଗ୍‌ ବି ଅମିତାଭ ବଚ୍ଚନ। ଫଳରେ ତାଙ୍କୁ ନାନାବତୀ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ କିଛି ଦିନ ଚିକିତ୍ସିତ ହେବା ପରେ ଏବେ ସେ ସୁସ୍ଥ ହୋଇ କେବିସିର ଶୁଟିଂକୁ ଫେରିଛନ୍ତି। ହେଲେ ଅସୁସ୍ଥତା ଯୋଗୁ ତାଙ୍କର ଓଜନ ପାଞ୍ଚ କିଲୋ କମିଯାଇଛି। ଟୁଇଟରରେ ନିଜର ପ୍ରଶଂସକମାନଙ୍କୁ ବିଗ୍‌ ବି ନିଜେ ଏହା କହିଛନ୍ତି।

ମହାନାୟକଙ୍କ ଅସୁସ୍ଥତା ବିଶ୍ୱର କୋଣ ଅନୁକୋଣରେ ଥିବା ତାଙ୍କ ପ୍ରଶଂସକଙ୍କୁ ଦୁଃଖିତ କରିଦେଇଥିଲା। ସେମାନେ ଅମିତାଭଙ୍କ ଶୀଘ୍ର ଆରୋଗ୍ୟକୁ ନେଇ ପ୍ରାର୍ଥନା କରିବା ଆରମ୍ଭ କରିଦେଇଥିଲେ। ସବୁ ରବିବାର ବିଗ୍‌ ବିଙ୍କୁ ଦେଖା କରିବାକୁ ଆସୁଥିବା ଫ୍ୟାନ୍‌ମାନେ ମଧ୍ୟ ନିରାଶ ହୋଇଥିଲେ। ଏବେ ସୁସ୍ଥ ହୋଇ ସେ ଫେରିବା ପରେ ପ୍ରଶଂସକମାନେ ଆଶ୍ୱସ୍ତ ହୋଇଥିଲେ ହେଁ ଓଜନ କମିବାକୁ ନେଇ ଚିନ୍ତାବ୍ୟକ୍ତ କରୁଛନ୍ତି। ହେଲେ ବିଗ୍‌ ବି ଓଜନ କମିବା ବହୁତ ଭଲ ଖବର ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବକ, ମିଳିନି ପରିଚୟ

ବରଗଡ଼, ୧।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବରଗଡ଼–ସୋହେଲା ମୁଖ୍ୟ ରାସ୍ତାର ପଥର୍ଲା ଛକ ନିକଟରେ ସୋମବାର ଏକ ଭୟଙ୍କର  ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ନିମ୍ବ ଗଛରୁ ୫୦୦ଟଙ୍କିଆ ନୋଟ୍ ବର୍ଷା! ୨ଲକ୍ଷ ବୋହିନେଲେ ଲୋକେ, ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବୁଲନ୍ଦସହରରୁ ଏପରି ଏକ ଦୃଶ୍ୟ ସାମ୍ନାକୁ ଆସିଛି, ଯାହାକି ଦେଖିବା ପରେ ଲୋକଙ୍କୁ କିଛି ସମୟ ପାଇଁ ସ୍ତବ୍ଧ କରିଦେଇଛି । ପଞ୍ଜୀକରଣ…

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ…

ପାଟିରେ ଘା’ ହେଲେ ହାଲୁକା ଭାବରେ ନିଅନ୍ତୁ ନାହିଁ, ହୋଇପାରେ ଏହି ମାରାତ୍ମକ ରୋଗ…

ପାଟିରେ ଘା’ ହେବାର ଅନେକ କାରଣ ରହିଛି। ଏହାର ପ୍ରାରମ୍ଭରୁ ଚିକିତ୍ସା କରା ନ ଗଲେ ତାହା ଭବିଷ୍ୟତରେ କ୍ୟାନ୍‌ସରର ରୂପ ନେବାର ଯଥେଷ୍ଟ ଆଶଙ୍କା ରହିଛି।…

ଆଉ ଏକ ଦେଶରେ ଛୋଟ ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ, କେଉଁକେଉଁ ଦେଶରେ ନିଷେଧ ହୋଇଛି ଜାଣନ୍ତୁ

ନୂଆଦିଲ୍ଲୀ,୧।୬: ମାଲେସିଆ ସୋମବାରଠାରୁ ଏକ ନୂତନ ନିୟମ ଲାଗୁ କରିଛି । ଏହି ନିୟମ ଅନୁଯାୟୀ, ୧୬ ବର୍ଷରୁ କମ୍ ବୟସର ପିଲାମାନେ ଆଉ ସୋସିଆଲ ମିଡିଆ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଲା ୬ ପରିବାରର ଘର

ଟିକିରି,୧।୬ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମୁନୁଷ ଗାଁ ପଞ୍ଚାୟତରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ…

ପଶ୍ଚିମବଙ୍ଗ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ

କୋଲକାତା,୧।୬: ସୋମବାର ପଶ୍ଚିମବଙ୍ଗରେ ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ହୋଇଛି। ଶୁଭେନ୍ଦୁଙ୍କ ଦଳରେ ୩୫ ଜଣ ନୂତନ ମନ୍ତ୍ରୀ ଶପଥ ନେଇଥିଲେ। ଏଠାରେ ଉଲ୍ଲେଖନୀୟ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri