ଅସୁସ୍ଥ ମାଈ ହାତୀକୁ ଜଗି ବସିଛି ଦନ୍ତା: ପାଖ ମଡ଼ାଇ ଦେଉନି

ନିରାକାରପୁର, ୧୮।୩(ଡି.ଏନ୍‌.ଏ.): ଟାଙ୍ଗୀ ବନଖଣ୍ଡ ସରପାରି ପଞ୍ଚାୟତ ବାଁବରଡ଼ା ମୌଜାସ୍ଥିତ ଚାରିବାଟିଆ ଗହିର ଜମିର ମଲାଗୁଣୀ ନଦୀ ପଠାରେ ଏକ ମାଈ ହାତୀ ଅସୁସ୍ଥ ହୋଇ ପଡ଼ି ରହିଛି। ନିକଟରେ ଏକ ଦନ୍ତା ତାକୁ ଜଗି ବସିଥିବା ଦେଖିବାକୁ ମିଳୁଛି। ଦନ୍ତା କାହାକୁ ପାଖ ମଡ଼ାଇ ଦେଉ ନାହିଁ। ଖବର ଲେଖା ହେବା ପର୍ଯ୍ୟନ୍ତ କୌଣସି ବିଭାଗୀୟ କର୍ମଚାରୀ ପହଞ୍ଚି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?