Posted inଜାତୀୟ

ଅସୁସ୍ଥ ମୁଲାୟମଙ୍କୁ ଭେଟିଲେ ଯୋଗୀ

ଲକ୍ଷ୍ନୌ, ୧୦।୬:ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ମୁଲାୟମ ସିଂହ ଯାଦବଙ୍କୁ ଭେଟିଛନ୍ତି। ଏଥିସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ସେହି ସମୟରେ ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଓ ମୁଲାୟମଙ୍କ ଭାଇ ଶିବପାଲ ମଧ୍ୟ ଉପସ୍ଥିତ ରହିଥିଲେ। ରବିବାର ମୁଲାୟମ ଙ୍କ ହଠାତ୍‌ ସ୍ବାସ୍ଥ୍ୟ ବିଗିଡ଼ିବାରୁ ତାଙ୍କୁ ଲକ୍ଷ୍ନୌର ରାମ ମନହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ଦୀର୍ଘ ସମୟ ଧରି ହାଇପର ଗ୍ଲାଇସିମିୟା(ହାଇପର ଟେନସନ୍‌) ଓ ମଧୁମେହ ରୋଗରେ ପୀଡ଼ିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri