ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ହୀରାନଗର ଜନବସତି ଉପରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୩।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ଶନିବାର ରାତିରୁ ରବିବାର ସକାଳ ୫ଟା ୩୦ ପର୍ଯ୍ୟନ୍ତ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ହୀରାନଗର ସେକ୍ଟରରେ ଥିବା ଜନବସତିଗୁଡ଼ିକ ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏନେଇ ବିଏସ୍‌ଏଫ୍‌ ପକ୍ଷରୁ କୁହାଯାଇଛି। ତେବେ ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଏହାର ପାଲଟା ଜବାବ ଦିଆଯାଇଛି।

Share