ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରିବାକୁ ମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ୱର,୪ା୨(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକ ସେବା ଭବନଠାରେ ଓଡ଼ିଶା ପୌର କର୍ମଚାରୀ ମହାସଂଘର ଅସ୍ଥାୟୀ କର୍ମଚାରୀମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉପସ୍ଥିତ ଥିବା ଅସ୍ଥାୟୀ ପୌର କର୍ମଚାରୀଙ୍କୁ ସ୍ଥାୟୀ କରାଯିବା ସମ୍ପର୍କରେ ଆଲୋଚନା କରାଯାଇଛି। ଓଡ଼ିଶା ପୌର କର୍ମଚାରୀ ମହାସଂଘର ସଭାପତି ପ୍ରଭାତ ତ୍ରିପାଠୀ ଏହି ଅବସରରେ ରାଜ୍ୟର ୩ ହଜାରରୁ ଊର୍ଦ୍ଧ୍ୱ କର୍ମଚାରୀଙ୍କୁ ସ୍ଥାୟୀ କରାଯିବା ସମ୍ପର୍କରେ ମନ୍ତ୍ରୀ ଜେନାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ଜେନା ରାଜ୍ୟର ଅସ୍ଥାୟୀ ପୌର କର୍ମଚାରୀମାନଙ୍କୁ ସ୍ଥାୟୀ କରାଯିବା ସମ୍ପର୍କରେ ଲିଖିତ ଆବେଦନପତ୍ର ପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ରାଜ୍ୟ ପୌର ନିର୍ଦ୍ଦେଶକ ସଂଗ୍ରାମଜିତ୍‌ ନାୟକ, ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri