ଅସ୍ଥାୟୀ କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଉପଜିଲାପାଳ

ଶେରଗଡ଼,୨ା୪(ଡି.ଏନ୍‌.ଏ.)- ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ବୁଧବାର ଶେରଗଡ ପରିଦର୍ଶନରେ ଆସି ବିଭିନ୍ନ ଅସ୍ଥାୟୀ କ୍ୱାରାଣ୍ଟାଇନ୍‌ ଶିବିର ବୁଲି ଦେଖିଥିଲେ। ବ୍ଲକର ମହାତ୍ମା ଗାନ୍ଧୀ, ବରମୁଣ୍ଡଳୀ, ମା’ କାଳୀ ଉଚ୍ଚ ବିଦ୍ୟାଳୟରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟର ବୁଲି ଦେଖିଥିଲେ। ପାଣି, ଆଲୁଅ, ପାଇଖାନା ବ୍ୟବସ୍ଥା ଠିକ୍‌ ଅଛି କି ନାହିଁ ଅନୁଧ୍ୟାନ କରିଥିଲେ। ପରିଦର୍ଶନ ସମୟରେ ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ. ଦୟାସିନ୍ଧୁ ପରିଡା, ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଦିଗପହଣ୍ଡିରେ ମାତିଛି ପାଗଳା କୁକର, ଲୋକେ ଆତଙ୍କିତ

ଦିଗପହଣ୍ଡି, ୧୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପାଗଳା କୁକୁର କାମୁଡିବା ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି। ଦିଗପହଣ୍ଡି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

ତାମିଲନାଡୁରେ ନିର୍ଯାତିତ ହେଉଥିଲେ ୩ ଓଡ଼ିଆ ଶ୍ରମିକ, ଉଦ୍ଧାର କଲା ଦିଗପହଣ୍ଡି ପୋଲିସ ଟିମ୍‌ 

ଦିଗପହଣ୍ଡି,୧୦ା୨(ଅଶେଷ ନାଥ ମିଶ୍ର)-ସୁଦୂର ତାମିଲନାଡୁ ତିରିପୁର ଜିଲା ପଙ୍ଗାଲୁ ଗ୍ରାମ ନିକଟ ଏକ ପାଣି ବୋର୍‌ ୱେଲ୍‌ ଗ୍ୟାରେଜର ଏକ ଘର ମଧ୍ୟରୁ ମଙ୍ଗଳବାର ସକାଳେ ଦିଗପହଣ୍ଡି…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri