ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୧୪୪ ଧାରା ଜାରି

କେନ୍ଦୁଝର, ୧୧ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ ମହାମାରୀ କରୋନା ଭାଇରସ କୋଭିଡ୍‌-୧୯ର ସଂକ୍ରମଣ ପ୍ରତିରୋଧ ଉଦ୍ଦେଶ୍ୟରେ ଜିଲାର ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟର, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଆଇସୋଲେସନ ସେଣ୍ଟରରେ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟ ଆଶିଷ ଠାକ୍‌ରେ ସିଆର୍‌ପିସିର ୧୪୪ ଧାରା ଜାରି କରିଛନ୍ତି। ରାଜ୍ୟ ସରକାରଙ୍କ ପଦକ୍ଷେପ ଅନୁଯାୟୀ ଲକ୍‌ଡାଉନ୍‌ରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମଜୀବୀ, ଛାତ୍ରୀଛାତ୍ର, ତୀର୍ଥ ଯାତ୍ରୀମାନେ ନିଜ ଜିଲାକୁ ଫେରୁଛନ୍ତି। ଜିଲାରେ ପହଞ୍ଚିବା ପରେ ପ୍ରବାସୀମାନେ ଗ୍ରାମ ପଞ୍ଚାୟତସ୍ତରୀୟ କ୍ୱାରାଣ୍ଟାଇନ ସେଣ୍ଟରରେ ୨୧ଦିନ ରହିବେ। ଏହି କେନ୍ଦ୍ରମାନଙ୍କରେ ସାମାଜିକ ଦୂରତ୍ୱ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଉପରୋକ୍ତ କେନ୍ଦ୍ରମାନଙ୍କରେ ବାହାର ଲୋକମାନଙ୍କର ବେନିୟମ ପ୍ରବେଶ ଫଳରେ ସରକାରଙ୍କ ନିର୍ଦ୍ଦେଶାବଳୀ ଉଲ୍ଲଂଘନ ଏବଂ କରୋନା ଭାଇରସ ସଂକ୍ରମଣର ଆଶଙ୍କା ରହିଛି। ଏଣୁ କରୋନା ଭାଇରସ ପ୍ରତିରୋଧ ନିମନ୍ତେ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟ ରବିବାର ଜିଲାର ସମସ୍ତ କ୍ୱାରାଣ୍ଟାଇନ ସେଣ୍ଟର ଗୁଡ଼ିକରେ ୧୪୪ ଧାରା ଜାରି କରିଛନ୍ତିି। ଏହା ଆସନ୍ତା ୩୦ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri