ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ବୁଲିଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି/କ.ନୂଆଗାଁ,୧୧।୫(ଡି.ଏନ.ଏ)- ବାଲିଗୁଡ଼ା ଏସଡିପିଓ ମାନସ ରଞ୍ଜନ ବାରିକ ସୋମବାର କ.ନୂଆଗାଁ ବ୍ଲକର ସାଇନପଡ଼ା ସମେତ କୁଡ଼ୁତୁଲି ଏବଂ ତୁମୁଡ଼ିବନ୍ଧ ବ୍ଲକର ସିର୍ଲା ଆଦି ଅଞ୍ଚଳ ପରିଦର୍ଶନ କରିଛନ୍ତି। ସେ ଏହି ସବୁ ଅଞ୍ଚଳରେ କୋଭିଡ-୧୯ ପାଇଁ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟର ବୁଲି ଦେଖିବା ସହ ସାଇନପଡ଼ାଠାରେ କରାଯାଇଥିବା ଅସ୍ଥାୟୀ କୋଭିଡ ହସ୍ପିଟାଲ ପରିଦର୍ଶନ କରିଥିଲେ। ପରେ କ.ନୂଆଗାଁର କୁଡ଼ୁତୁଲି ଗ୍ରାମରେ ପହଞ୍ଚି ଅସହାୟ ବ୍ୟକ୍ତିଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ଆବଶ୍ୟକୀୟ ରନ୍ଧା ଖାଦ୍ୟ ଯୋଗାଇ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସଡିପିଓଙ୍କ ସହ କ.ନୂଆଗାଁ ଆଇଆଇସି ଶ୍ରୀନିବାର ସାମଲ, ସବ୍‌ଇନ୍ସପେକ୍ଟର ପ୍ରକାଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ଉତ୍ସାହିତ ଭାଜପା କର୍ମକର୍ତ୍ତା: ଗାଁ ଗାଁରେ ସରକାରୀ ଯୋଜନା ପହଞ୍ଚାଇବା ଲକ୍ଷ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ଏବେ ରାଜ୍ୟ ଓ କେନ୍ଦ୍ରରେ ଭାଜପା ସରକାର ଶାସନ କରୁଛି। ସେହିପରି କନ୍ଧମାଳ ସଂସଦୀୟ କ୍ଷେତ୍ର ମଧ୍ୟ ଭାଜପା ହାତରେ ରହିଛି। ଏହି ପ୍ରରିପ୍ରେକ୍ଷୀରେ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri