ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି

ଜୁନାଗଡ,୮।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କଳିଆକୁଣ୍ଡଲ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର(ଟିଏମ୍‌ସି) କୋଠାରେ ରହୁଥିବା ଜଣେ ପ୍ରବାସୀଙ୍କ ମୋବାଇଲ, ଘଣ୍ଟା ଓ ଜିନ୍ସ ପାଣ୍ଟ ଚୋରି ହୋଇଛି। ଏ ନେଇ ସୋମବାର ସ୍ଥାନୀୟ ପଞ୍ଚାୟତ କର୍ମଚାରୀ ଥାନାରେ ଅଭିଯୋଗ କରିଛନ୍ତି।
ପୋଲିସ କହିଛି, କଳିଆକୁଣ୍ଡଲ ଟିଏମ୍‌ସିରେ ଗତ କିଛିଦିନ ହେଲା କୋକସରା ଅଞ୍ଚଳର ଜଣେ ପ୍ରବାସୀ ରହୁଛନ୍ତି। ଗତ ଶୁକ୍ରବାର ପ୍ରବାସୀ ଜଣକ ରାତିରେ ଶୋଇଥିବାବେଳେ କେହି ଦୁର୍ବୃତ୍ତ ତାଙ୍କ ମୋବାଇଲ, ଘଣ୍ଟା ଓ ଜିନ୍ସ ପାଣ୍ଟକୁ ନେଇଯାଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ଖୁବଶୀଘ୍ର ଅଭିଯୁକ୍ତଙ୍କୁ ଧରାଯିବ ବୋଲି ଜୁନାଗଡ ଥାନାଧିକାରୀ ଉତ୍ତମ କୁମାର ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ ‘ବସୁଧା ଯୋଜନା’…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri