ଅହମ୍ମଦାବାଦରୁ ଫେରି ନାମ ପଞ୍ଜୀକରଣ ନ କରି ଲୁଚିଥିଲେ ଡିପିଏସ୍‌ ଅଧ୍ୟକ୍ଷଙ୍କ ପୁଅ: ଥାନାରେ ଅଭିଯୋଗ ପରେ ହସ୍ପିଟାଲରେ କଲେ ସ୍ବାସ୍ଥ୍ୟ ପରୀକ୍ଷା

ବଅଁରପାଳ,୩୦ା୫(ଡି.ଏନ୍‌.ଏ.): ନାଲ୍‌କୋ ଡିପିଏସ୍‌ ଅଧ୍ୟକ୍ଷ ଓ ତାଙ୍କ ପୁଅ କୋଭିଡ୍‌-୧୯ ପାଇଁ ଜାରି ନିୟମକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଅଧ୍ୟକ୍ଷ ବିକେ ମିଶ୍ରଙ୍କ ପୁଅ ଗତ ୨୫ ତାରିଖରୁ ଅହମ୍ମଦାବାଦରୁ ଅନୁଗୋଳ ଆସି ନାମ ପଞ୍ଜୀକରଣ କରି ନ ଥିବା ବେଳେ କ୍ୱାରାଣ୍ଟାଇନ୍‌ରେ ମଧ୍ୟ ରହି ନ ଥିଲେ। ୩ ଦିନ ହେଲା ଅଧ୍ୟକ୍ଷଙ୍କ କ୍ୱାର୍ଟର୍ସରେ ତାଙ୍କ ପୁଅ ଲୁଚି ଥିବା ନେଇ ନାଲ୍‌କୋ ପ୍ରଶାସନ ପକ୍ଷରୁ ଖୋଳତାଡ଼ କରାଯାଇ ନାଲ୍‌କୋ ଥାନାରେ ଅଭିଯୋଗ ହୋଇଥିଲା। ତେବେ ଶନିବାର ଅଧ୍ୟକ୍ଷ ମିଶ୍ର ଓ ତାଙ୍କ ପୁଅ ନାଲ୍‌କୋ ହସ୍ପିଟାଲକୁ ଆସି ପଞ୍ଜୀକରଣ ସହ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଆସିଥିବା ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି। ସେମାନଙ୍କୁ ନାଲ୍‌କୋର ଜଣେ ଅଧିକାରୀ ହସ୍ପିଟାଲ ପରିସରରେ ଜଗିରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସର୍ତ୍ତରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ: ମାନିବାକୁ ସରକାର ଦେଲେ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୨୪।୭: ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଜନ୍ତର ମନ୍ତରରେ ଅନଶନ ମାଧ୍ୟମରେ ଶିକ୍ଷା ବ୍ୟବସ୍ଥା ସଂସ୍କାର ପାଇଁ ଏକ ଅଭିଯାନ ଆରମ୍ଭ କରିଥିଲେ। ସେ ୨୩ ଜୁଲାଇରେ ତାଙ୍କର…

ହୋଇଯାନ୍ତୁ ସତର୍କ…ଅନଶନ ଭାଙ୍ଗିବା ପରେ କାହିଁକି ଏମିତି ଅପିଲ୍‌ କଲେ ଓ୍ବାଙ୍ଗଚୁକ୍‌

ନୂଆଦିଲ୍ଲୀ,୨୪।୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ଗତ ୨୬ ଦିନ ଧରି ପେପର ଲିକ ପ୍ରସଙ୍ଗରେ ଅନଶନରେ ବସିଥିଲେ। କିନ୍ତୁ ଏବେ ଏହାକୁ ସମାପ୍ତ କରିଛନ୍ତି। ଗୁରୁବାର…

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ଅନଶନ ଭାଙ୍ଗିବା ପରେ ଏମିତି କହିଦେଲେ ସୋନମ ଓ୍ବାଙ୍ଗଚୁକ୍‌: ମୁଁ ଖୁବ୍‌ଶୀଘ୍ର…

ନୂଆଦିଲ୍ଲୀ,୨୪।୭:ସରକାରଙ୍କ ପକ୍ଷରୁ ତାଙ୍କ ଦାବି ପୂରଣ ହେବାର ପ୍ରତିଶ୍ରୁତି ପାଇବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri