ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର,୨।୪(ବ୍ୟୁରୋ): ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାରୀ ଏବଂ ଅନ୍ୟାନ୍ୟ ସଂସ୍ଥା ମିଳିତ ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟରତ ୧୭ ଗୋଷ୍ଠୀ ବେତାର କେନ୍ଦ୍ର ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ହେଲେ ଭଦ୍ରକ ଜିଲା ରେଡିଓ ବୁଲ୍‌ବୁଲ୍‌ରେ କାର୍ଯ୍ୟରତ ମହମ୍ମଦ ନିଆଜଙ୍କୁ ପୋଲିସ ପକ୍ଷରୁ ଖରାପ ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି।
ଏ ନେଇ ରାଜ୍ୟ ଗୋଷ୍ଠୀ ବେତାର କେନ୍ଦ୍ର ଆସୋସିଏଶନ୍‌ ପକ୍ଷରୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନାଙ୍କ ନିକଟରେ ଅଭିଯୋଗ କରାଯାଇଛି। ଅଭିଯୋଗ ପତ୍ରରେ ଉଲ୍ଲେଖ କରାଯାଇଛି ଯେ, ଭଦ୍ରକ ଚନ୍ଦନ ବଜାରରେ ରେଡିଓ ବୁଲ୍‌ବୁଲ ପକ୍ଷରୁ ନିଆଜ କରୋନା ସମ୍ପର୍କିତ କାର୍ଯ୍ୟକ୍ରମ କରିବା ପୂର୍ବରୁ ସ୍ଥାନୀୟ ଆଇଆଇସିଙ୍କ ଅନୁମତି ଲୋଡିଥିଲେ। ହେଲେ ଆଇଆଇସି ଅତି ଅଶାଳୀନ ଭାଷାରେ ଆବେଦନକାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏପରି ଏକ ବିପତ୍ତି ସମୟରେ ବ୍ୟବସ୍ଥାର ଜଣେ ଅଧିକାରୀ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏପରି ବ୍ୟବହାର ଦୁର୍ଭାଗ୍ୟଜନକ ବୋଲି ଆସୋସିଏଶନ୍‌ ପକ୍ଷରୁ କୁହାଯାଇଛି। ତେଣୁ ସମ୍ପୃକ୍ତ ଆଇଆଇସିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନରଙ୍କୁ ଆସୋସିଏଶନ୍‌ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri