Posted inଜାତୀୟ

ଆଇଆର୍‌ଏସ୍‌ ଅଫିସରଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ଜାଲ୍‌ କାଗଜପତ୍ର ଦେଇ ୟୁପିଏସ୍‌ସି ପରୀକ୍ଷାରେ ପାସ୍‌ କରିଥିବା ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌)ର ଜଣେ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ସୀମାଶୁଳ୍କ ଓ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ଅଫିସର ଥିବା ୨୦୦୭ ବ୍ୟାଚ୍‌ର ଆଇଆର୍‌ଏସ୍‌ ନବନୀତ କୁମାର ତାଙ୍କଠାରୁ ୫ ବର୍ଷ ସାନ ଜଣେ ବ୍ୟକ୍ତିଙ୍କ ପରିଚୟ ଦେଇ ୟୁପିଏସ୍‌ସି ପରୀକ୍ଷା ଦେଇଥିଲେ। ତାଙ୍କର ପ୍ରକୃତ ନାମ ରାଜେଶ କୁମାର ଶର୍ମା। ୨୦୦୭ରେ ୟୁପିଏସ୍‌ସି ପରୀକ୍ଷା ଦେବା ଲାଗି ତାଙ୍କର ବୟସ ଅତିକ୍ରାନ୍ତ ହୋଇଯାଇଥିବାରୁ ସେ ତାଙ୍କ ନାଁ ବଦଳାଇ ନବନୀତ ନାଁରେ ପ୍ରମାଣପତ୍ର ପ୍ରସ୍ତୁତ କରିଥିଲେ। ନବନୀତଙ୍କ ଜନ୍ମତାରିଖ ୧୯୮୦ ଜୁନ୍‌ ୧୫ ହୋଇଥିବାବେଳେ ସେ ୧୯୯୬ରେ ମାଟ୍ରିକ୍‌ ଓ ୨୦୦୮ରେ ସ୍ନାତକ ପାସ୍‌ କରିଥିଲେ। ଅନ୍ୟପକ୍ଷରେ ରାଜେଶ ୧୯୯୧ରେ ମାଟ୍ରିକ ପାସ୍‌ କରିଥିଲେ। ଯାଞ୍ଚ ବେଳେ ରାଜେଶ ନିଜକୁ ନବନୀତ ଭାବେ ପରିଚିତ କରାଇଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri