Posted inଜାତୀୟ

ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ନାଭାଲ ଏଲ୍‌ସିଏର ସଫଳ ଲ୍ୟାଣ୍ଡିଂ

ନୂଆଦିଲ୍ଲୀ,୧୧।୧: ପ୍ରଥମଥର ପାଇଁ ନାଭାଲ ଲାଇଟ୍‌ କମବାଟ ଏୟାରକ୍ରାପ୍ଟ(ଏଲ୍‌ସିଏ) ଶନିବାର ବିମାନବାହକ ଜାହଜ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ସଫଳତାର ସହ ଲ୍ୟାଣ୍ଡ କରିଛି। ପ୍ରଥମ କରି ସ୍ବଦେଶୀ ଯୁଦ୍ଧ ବିମାନ କୌଣସି ବିମାନବାହକ ଜାହଜ ଉପରେ ଲ୍ୟାଣ୍ଡ କରିଥିବା ଭାରତୀୟ ନୌସେନା ସୂତ୍ରରୁ ଜଣାପଡିଛି। ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭଲପ୍‌ମେଣ୍ଟ ଅର୍ଗାନାଇଜେଶନ(ଡିଆର୍‌ଡିଓ)ଏହି ଲାଇଟ୍‌ କମବାଟ ଏୟାରକ୍ରାପ୍ଟର ନିର୍ମାଣ କରିଛି, ଯାହା ଆରେଷ୍ଟର ଓୟାର ସାହାଯ୍ୟରେ ଲ୍ୟାଣ୍ଡ କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଏରୋନଟିକାଲ ଡେଭଲପ୍‌ମେଣ୍ଟ ଏଜେନ୍ସି ନୌସେନା ସହ ମିଶି ଏହି ଯୁଦ୍ଧ ବିମାନ ନିର୍ମାଣ କରୁଛି। ଡିଆର୍‌ଡିଓର ସୂଚନା ଅନୁଯାୟୀ, ଶୋର ବେସ୍‌ଡ ଟେଷ୍ଟ ଫ୍ୟାସିଲିଟି ଉପରେ ପରୀକ୍ଷା କରିବା ପରେ ଏଲ୍‌ସିଏ ନେଭି ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ଶନିବାର ସକାଳ ପ୍ରାୟ ୧୦ଟା ୨ରେ ସଫଳ ଭାବେ ଆରେଷ୍ଟର ଲ୍ୟାଣ୍ଡି କରିଛି। କମୋଡର ଜୟଦୀପ ମାଓଲନକାର ମେଡନ ଲ୍ୟାଣ୍ଡିଂ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇ ଭୋଲଟେଜ ତାର ସଂସ୍ପର୍ଶରେ ଆସିଲା ଜଗନ୍ନାଥଙ୍କ ରଥ, ୨ ଛାତ୍ର ମୃତ, ୭ ଗୁରୁତର

ରାଞ୍ଚି,୨୧।୭: ଝାଡ଼ଖଣ୍ଡ ଟୋରପା ଥାନା ଅଞ୍ଚଳର କୋଟେଙ୍ଗସେରାର ‘ମାଉସି ବାରି’ ନିକଟରେ ପ୍ରଭୁ ଜଗନ୍ନାଥଙ୍କ ରଥ ୧୧,୦୦୦ ଭୋଲ୍ଟର ହାଇ-ଟେନସନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଦୁଇଜଣ…

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri