ଆଇଏଫ୍‌ଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶାରେ କାର୍ଯ୍ୟରତ ଭାରତୀୟ ବନ ସେବା(ଆଇଏଫ୍‌ଏସ) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍‌ ଅଧିକାରୀ ସୁରେଶ ପନ୍ଥଙ୍କୁ ପିସିସିଏଫ୍‌ କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇଛି। ସୁରେଶ ବ୍ରହ୍ମପୁର ସର୍କଲର ଅତିରିକ୍ତ ପିସିସିଏଫ୍‌ ତଥା ଆରସିସିଏଫ୍‌ ଭାବେ କାର୍ଯ୍ୟ କରିଆସୁଥିଲେ। ସେହିଭଳି ୧୯୯୧ ବ୍ୟାଚ୍‌ର ଲିଙ୍ଗରାଜ ଓତାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ସ୍ବତନ୍ତ୍ର ସଚିବ ଦାୟିତ୍ୱ ଦିଆଯାଇଛି। ପ୍ରଶାନ୍ତ କୁମାର ମିଶ୍ରଙ୍କୁ ବ୍ରହ୍ମପୁର ସର୍କଲ ଆରସିସିଏଫ୍‌, ଦିବାକାର ମିଶ୍ରଙ୍କୁ ପିସିସିଏଫ୍‌(କେଏଲ୍‌)କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇଛି। ଅନ୍ୟମାନଙ୍କ ମଧ୍ୟରେ ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ବଲାଙ୍ଗୀର ସର୍କଲର ଭାରପ୍ରାପ୍ତ ସିସିଏଫ୍‌(କେଏଲ୍‌), ମନୋଜ ମହାପାତ୍ରଙ୍କୁ ଭୁବନେଶ୍ୱର ସର୍କଲର ଭାରପ୍ରାପ୍ତ ଆରସିସିଏଫ୍‌ ଏବଂ ଭଞ୍ଜ କିଶୋର ସ୍ବାଇଁଙ୍କୁ ରାଉରକେଲା ସର୍କଲର ଭାରପ୍ରାପ୍ତ ଆରସିସିଏଫ୍‌ ଭାବେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR

ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri