ଆଇଏଫ୍‌ଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟ ସରକାର ଭାରତୀୟ ବନ ସେବା (ଆଏଫ୍‌ଏସ୍‌) ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇଏଫ୍‌ଏସ୍‌ ଅଫିସର ପୁସା ଝୁଲେ ମେକ୍ରୋଙ୍କୁ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍‌ପିଆର୍‌ସି) ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ୧୯୯୩ ବ୍ୟାଚ୍‌ ପ୍ରେମକୁମାର ଝାଙ୍କୁ ଡବ୍ଲ୍ୟୁଏଫ୍‌ ଏବଂ ଓବିଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ସେ ଔଷଧୀୟ ବୃକ୍ଷ ବୋର୍ଡ (ମେଡିସନାଲ ପ୍ଲାଣ୍ଟ ବୋର୍ଡ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଛନ୍ତି। ଏଥିସହିତ ତାଙ୍କୁ ସେଣ୍ଟର ଫର ଏନଭାଇରନମେଣ୍ଟ ଷ୍ଟଡିଜ୍‌ର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଏମ. ଯୋଗଜୟାନନ୍ଦଙ୍କୁ ବାରିପଦାର ଆର୍‌ସିସିଏଫ୍‌ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ରୋହିତ କୁମାର ଲେଙ୍କାଙ୍କୁ ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ପ୍ରକାଶ ଚନ୍ଦ୍ର ଗୋଗିନାନୀଙ୍କୁ ଢେଙ୍କାନାଳ ଡିଏଫ୍‌ଓ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ସଂଗ୍ରାମ କେଶରୀ ବେହେରାଙ୍କୁ ପାରଳାଖେମୁଣ୍ଡି ଡିଏଫ୍‌ଓ, ଆଇଏଫ୍‌ଏସ୍‌ ଅଫିସର ସମ୍ରାଟ ଗୌଡଙ୍କୁ ଭୁବନେଶ୍ୱର ଓଏଫ୍‌ଡିସି ଜିଏମ୍‌ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଖୁସ୍‌ଓ୍ବନ୍ତ ସିଂଙ୍କୁ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ) ଅତିରିକ୍ତ କାର୍ଯ୍ୟନିର୍ବାହୀ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ବିବେକ କୁମାରଙ୍କୁ ଖରିଆର ବନଖଣ୍ଡର ଡିଏଫ୍‌ଓ, ସାଏ କିରଣଙ୍କୁ ଶିମିଳିପାଳ ଉତ୍ତର ବନଖଣ୍ଡର ଡିଏଫ୍‌ଓ, ଆନନ୍ଦ ଏସ୍‌ଙ୍କୁ ଆଠମଲ୍ଲିକ ବନଖଣ୍ଡ ଡିଏଫ୍‌ଓ ଏବଂ ଲେଡେ ଗଜାନନ ଦାୟାନନ୍ଦଙ୍କୁ କରଞ୍ଜିଆ ବନଖଣ୍ଡର ଡିଏଫ୍‌ଓ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri