ଆଇଏମ୍‌ଡି ନୂତନ ମହାନିର୍ଦ୍ଦେଶକ ହେଲେ ଓଡ଼ିଆ ପାଣିପାଗ ବିଜ୍ଞାନୀ ମୃତ୍ୟୁଞ୍ଜୟ ମହାପାତ୍ର

ଭୁବନେଶ୍ୱର,୪।୬(ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ନୂତନ ମହାନିର୍ଦ୍ଦେଶକ ଭାବେ ମଙ୍ଗଳବାର ଓଡ଼ିଆ ପାଣିପାଗ ବିଜ୍ଞାନୀ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ସେ ଅଗଷ୍ଟ ପହିଲାରୁ ଏହି ଦାୟିତ୍ୱ ତୁଲାଇବେ। ଏବେ ସେ ଆଇଏମ୍‌ଡିର ଏଡିଜି ଭାବେ କାର୍ଯ୍ୟ କରୁଛନ୍ତି। ମୃତ୍ୟୁଞ୍ଜୟ ଆଗାମୀ ୫ ବର୍ଷ ଲାଗି ଏହି ଦାୟିତ୍ୱ ବହନ କରିବେ।

ତେବେ ମୃତ୍ୟୁଞ୍ଜୟ ପୂର୍ବରୁ ବାତ୍ୟା ସୂଚନା କେନ୍ଦ୍ର ମୁଖ୍ୟ ଭାବେ ମଧ୍ୟ କାମ କରିଛନ୍ତି। ଅନେକ ବାତ୍ୟାର ଠିକ୍‌ ଆକଳନ କରି ପ୍ରଶଂସିତ ମଧ୍ୟ ହୋଇଛନ୍ତି। ନିକଟରେ ହୋଇଥିବା ‘ଫନୀ’ ବାତ୍ୟା ସମ୍ପର୍କରେ ମଧ୍ୟ ସେ ସଫଳତାପୂର୍ବକ ଆକଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?