ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ମ୍ୟାନେଜମେଣ୍ଟ କଲେଜ ଇଣ୍ଡିଆନ ସ୍କୁଲ ଅଫ୍ ବିଜ୍ନେସ୍ ବା ଆଇଏସ୍ବିର ନୂତନ ପାଠ୍ୟକ୍ରମ ‘ପିଜିପି ୱାଇଏଲ୍’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୨୦୨୫ ମଧ୍ୟଭାଗରେ ଆରମ୍ଭ ହେଉଥିବା ଏହି ଅଭିନବ ଓ ଅତ୍ୟାଧୁନିକ ପାଠ୍ୟକ୍ରମ ମାଧ୍ୟମରେ ଏକ ବିସ୍ତୃତ ଶିକ୍ଷା ଅନୁଭୂତି ପ୍ରଦାନ କରାଯିବ। ସେହିଭଳି ଏହି ପାଠ୍ୟକ୍ରମକୁ ଦ୍ରୁତ ବିକଶିତ ବ୍ୟବସାୟିକ ପରିଦୃଶ୍ୟ ଓ ଟେକ୍ନୋଲୋଜି ଉଦ୍ଭାବନଗୁଡିକର ଏକ ପ୍ରତିକ୍ରିୟା ଭାବେ ଡିଜାଇନ କରାଯାଇଛି। ଏପରିକି ଛାତ୍ରୀଛାତ୍ରମାନଙ୍କ ସୀମିତ କାର୍ଯ୍ୟ ଅଭିଜ୍ଞତାକୁ ଦୃଷ୍ଟିରେ ରଖି ପିଜିପି ୱାଇଏଲ୍ ପାଠ୍ୟକ୍ରମକୁ ବିଜ୍ନେସ୍ ଡିଜାଇନ ଲ୍ୟାବ୍ ଓ ଏକ ଇନୋଭେଶନ ଲ୍ୟାବ୍ ସମେତ ଗୁରୁତ୍ୱପୂର୍ଣ୍ଣ ଅନୁଭୂତିଶୀଳ ଶିକ୍ଷା ଉପାଦାନଗୁଡିକୁ ଅନ୍ତର୍ଭୁକ୍ତ କରିବା ପାଇଁ ଡିଜାଇନ କରାଯାଇଛି। ଏହାଛଡା ଛାତ୍ରୀଛାତ୍ରମାନଙ୍କୁ ଏକ ବାଧ୍ୟତାମୂଳକ ଦୁଇ-ମାସିଆ ସମର ଇଣ୍ଟର୍ନଶିପ୍ ସମ୍ପୂର୍ଣ୍ଣ କରିବାକୁ ପଡିବ,ଯାହା ସେମାନଙ୍କୁ ବିଭିନ୍ନସ୍ଥିତିରେ ବ୍ୟବସାୟିକ ପରିବେଶ ପ୍ରତି ପ୍ରାକ୍ଟିକାଲ ଏକ୍ସପୋଜର ପ୍ରଦାନ କରିବ। ପିଜିପି ୱାଇଏଲ୍ ପ୍ରୋଗ୍ରାମରେ ଛାତ୍ରୀଛାତ୍ରମାନଙ୍କୁ ଆଇଏସ୍ବି ଓ ଅନ୍ୟ ଶୀର୍ଷ ଇଣ୍ଟରନ୍ୟାଶନାଲ ବି-ସ୍କୁଲଗୁଡିକରୁ ପ୍ରତିଷ୍ଠିତ ଅଧ୍ୟାପକଙ୍କ ଦ୍ୱାରା ଶିକ୍ଷା ପ୍ରଦାନ କରାଯିବ।
ଏ ସମ୍ପର୍କରେ ଆଇଏସ୍ବିର ଡିନ୍ ପ୍ରଫେସର ମଦନ ପିଲୁଟ୍ଲା କହିଛନ୍ତି, ୨୦୦୧ ରେ ଆମର ଆରମ୍ଭ ପରଠାରୁ ଆଇଏସ୍ବି ଭାରତ ଓ ସମଗ୍ର ବିଶ୍ୱ ପାଇଁ ଲିଡର ସୃଷ୍ଟି କରିବା ଲାଗି ବିଶ୍ୱସ୍ତରୀୟ ମ୍ୟାନେଜମେଣ୍ଟ୍ ଶିକ୍ଷା ପ୍ରଦାନ କରିଆସୁଛି।
ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା
ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...
ଟ୍ରମ୍ପଙ୍କୁ ଜୋରଦାର ଝଟ୍କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ
ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...
ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା
ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...
ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର
ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...
ଡଲାର ତୁଳନାରେ ୯୦ ଟପିଲା ଟଙ୍କା, ସର୍ବକାଳୀନ ନିମ୍ନ ସ୍ତରକୁ ଖସିଲା
ମୁମ୍ବାଇ,୩ା୧୨: ଭାରତୀୟ ଟଙ୍କା ବୁଧବାର ଆମେରିକୀୟ ଡଲାର ତୁଳନାରେ ପ୍ରଥମ ଥର ପାଇଁ ୯୦ ଟଙ୍କା ସ୍ତର ଅତିକ୍ରମ କରିଛି। ଟଙ୍କାର ମୂଲ୍ୟ ଖସିଯାଇ ଡଲାର୍...
ପଲସର୍ ଆଣିଲା ଧୂଆଁଧାର ଅଫର୍, ମାତ୍ର ଏତିକି ଟଙ୍କାରେ ମିଳିବ…
ନୂଆଦିଲ୍ଲୀ,୩।୧୨: ବର୍ଷର ଶେଷ ମାସଗୁଡ଼ିକରେ, ଦୁଇଚକିଆ ଯାନ ନିର୍ମାତା ବାଜାଜ ଅଟୋ ପୁଣି ଥରେ ଏହାର ଲୋକପ୍ରିୟ ପଲସର ହାଟ୍ରିକ ଅଫରକୁ ଆରମ୍ଭ କରିଛି। ଦୀପାବଳି...
ରୁଫ୍ଟପ୍ ସୋଲାର ସିଷ୍ଟମ ପାଇଁ ଗ୍ରାମପଞ୍ଚାୟତକୁ ପ୍ରୋତ୍ସାହନ ରାଶି
ଭୁବନେଶ୍ୱର,୩।୧୨,(ଅନୁରାଧା ମହାରଣା): ଟାଟା ପାୱାର ଏବଂ ରାଜ୍ୟ ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଏହାର ବ୍ୟବସାୟିକ...
ଏହି ୫ଟି ଟ୍ରାଞ୍ଜାକ୍ସନବେଳେ ରୁହନ୍ତୁ ସତର୍କ! ନଚେତ ସିଧା ଘରେ ପହଞ୍ଚିଯିବ…
ନୂଆଦିଲ୍ଲୀ,୨।୧୨: ଆୟକର ବିଭାଗ କେବଳ ଆପଣଙ୍କ ଆୟ ଉପରେ ଟିକସ ଲଗାଏ ନାହିଁ, ବରଂ କିଛି ପ୍ରକାରର ଆର୍ଥିକ କାରବାର ଉପରେ ମଧ୍ୟ କଡ଼ା ନଜର...
Archives


