ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ମ୍ୟାନେଜମେଣ୍ଟ କଲେଜ ଇଣ୍ଡିଆନ ସ୍କୁଲ ଅଫ୍ ବିଜ୍ନେସ୍ ବା ଆଇଏସ୍ବିର ନୂତନ ପାଠ୍ୟକ୍ରମ ‘ପିଜିପି ୱାଇଏଲ୍’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୨୦୨୫ ମଧ୍ୟଭାଗରେ ଆରମ୍ଭ ହେଉଥିବା ଏହି ଅଭିନବ ଓ ଅତ୍ୟାଧୁନିକ ପାଠ୍ୟକ୍ରମ ମାଧ୍ୟମରେ ଏକ ବିସ୍ତୃତ ଶିକ୍ଷା ଅନୁଭୂତି ପ୍ରଦାନ କରାଯିବ। ସେହିଭଳି ଏହି ପାଠ୍ୟକ୍ରମକୁ ଦ୍ରୁତ ବିକଶିତ ବ୍ୟବସାୟିକ ପରିଦୃଶ୍ୟ ଓ ଟେକ୍ନୋଲୋଜି ଉଦ୍ଭାବନଗୁଡିକର ଏକ ପ୍ରତିକ୍ରିୟା ଭାବେ ଡିଜାଇନ କରାଯାଇଛି। ଏପରିକି ଛାତ୍ରୀଛାତ୍ରମାନଙ୍କ ସୀମିତ କାର୍ଯ୍ୟ ଅଭିଜ୍ଞତାକୁ ଦୃଷ୍ଟିରେ ରଖି ପିଜିପି ୱାଇଏଲ୍ ପାଠ୍ୟକ୍ରମକୁ ବିଜ୍ନେସ୍ ଡିଜାଇନ ଲ୍ୟାବ୍ ଓ ଏକ ଇନୋଭେଶନ ଲ୍ୟାବ୍ ସମେତ ଗୁରୁତ୍ୱପୂର୍ଣ୍ଣ ଅନୁଭୂତିଶୀଳ ଶିକ୍ଷା ଉପାଦାନଗୁଡିକୁ ଅନ୍ତର୍ଭୁକ୍ତ କରିବା ପାଇଁ ଡିଜାଇନ କରାଯାଇଛି। ଏହାଛଡା ଛାତ୍ରୀଛାତ୍ରମାନଙ୍କୁ ଏକ ବାଧ୍ୟତାମୂଳକ ଦୁଇ-ମାସିଆ ସମର ଇଣ୍ଟର୍ନଶିପ୍ ସମ୍ପୂର୍ଣ୍ଣ କରିବାକୁ ପଡିବ,ଯାହା ସେମାନଙ୍କୁ ବିଭିନ୍ନସ୍ଥିତିରେ ବ୍ୟବସାୟିକ ପରିବେଶ ପ୍ରତି ପ୍ରାକ୍ଟିକାଲ ଏକ୍ସପୋଜର ପ୍ରଦାନ କରିବ। ପିଜିପି ୱାଇଏଲ୍ ପ୍ରୋଗ୍ରାମରେ ଛାତ୍ରୀଛାତ୍ରମାନଙ୍କୁ ଆଇଏସ୍ବି ଓ ଅନ୍ୟ ଶୀର୍ଷ ଇଣ୍ଟରନ୍ୟାଶନାଲ ବି-ସ୍କୁଲଗୁଡିକରୁ ପ୍ରତିଷ୍ଠିତ ଅଧ୍ୟାପକଙ୍କ ଦ୍ୱାରା ଶିକ୍ଷା ପ୍ରଦାନ କରାଯିବ।
ଏ ସମ୍ପର୍କରେ ଆଇଏସ୍ବିର ଡିନ୍ ପ୍ରଫେସର ମଦନ ପିଲୁଟ୍ଲା କହିଛନ୍ତି, ୨୦୦୧ ରେ ଆମର ଆରମ୍ଭ ପରଠାରୁ ଆଇଏସ୍ବି ଭାରତ ଓ ସମଗ୍ର ବିଶ୍ୱ ପାଇଁ ଲିଡର ସୃଷ୍ଟି କରିବା ଲାଗି ବିଶ୍ୱସ୍ତରୀୟ ମ୍ୟାନେଜମେଣ୍ଟ୍ ଶିକ୍ଷା ପ୍ରଦାନ କରିଆସୁଛି।
ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…
ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…
୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!
ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…
8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…
୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…
ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ
ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…
ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍ଏଲ୍ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ
ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍ଏଲ୍ସି ଇଣ୍ଡିଆ ଲିମିଟେଡ୍ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…
ସୁନା ବିକି ନୂଆ ଫୋନ୍ କିଣୁଛନ୍ତି ଗ୍ରାହକ
ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍ ୧୮ ସିରିଜ୍ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍ର ବିକ୍ରି ଏବଂ ଫିଚର…
ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…
ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…
କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…
ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

