Posted inଖେଳ

ଆଇଏସ୍‌ଏଲ୍‌: ବେଙ୍ଗାଲୁରୁ ବିପକ୍ଷରେ କେରଳର ପ୍ରଥମ ବିଜୟ

କୋଚି, ୧୬।୨ (ପି.ଟି.)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ଏକ ମୁକାବିଲାରେ କେରଳ ବ୍ଲାଷ୍ଟର୍ସ ୨-୧ ଗୋଲରେ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଛି। ଏଥିସହ ଆଇଏସ୍‌ଏଲ୍‌ ଇତିହାସରେ କେରଳ ପ୍ରଥମଥର ଲାଗି ଶକ୍ତିଶାଳୀ ବେଙ୍ଗାଲୁରୁକୁ ହରାଇ ଦେଇଛି। ଭ୍ରମଣକାରୀ ବେଙ୍ଗାଲୁରୁ ପକ୍ଷରୁ ୧୬ତମ ମିନିଟ୍‌ରେ ଦେଶୋର୍ନ ବ୍ରାଉନ ଗୋଲ ଦେଇ ଦଳକୁ ୧-୦ରେ ଅଗ୍ରଣୀ କରାଇଥିଲେ। ତେବେ ବାର୍ଥୋଲୋମ୍ୟୁ ଓଗ୍‌ବେଚେ ୪୫ ଓ ୭୨ତମ ମିନିଟ୍‌ରେ ଗୋଲସ୍କୋର କରି କେରଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସିଜନରେ ବାର୍ଥୋଲୋମ୍ୟୁ ଏଥିସହ ୧୩ ଗୋଲସ୍କୋର କରିଛନ୍ତି। ପରାଜୟ ସତ୍ତ୍ୱେ ବେଙ୍ଗାଲୁରୁ ପୂର୍ବରୁ ଆଇଏସ୍‌ଏଲ୍‌ର ପ୍ଲେ-ଅଫ୍‌ରେ ସ୍ଥାନ ସୁରକ୍ଷିତ କରିନେଇଛି। ଅପରପକ୍ଷରେ କେରଳ ୧୭ ମ୍ୟାଚ୍‌ରୁ ୧୭ ପଏଣ୍ଟ ପାଇ ଟେବୁଲର ୭ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri