ଆଇଟିବିପିର ‘ପେଟ ମୁକ୍ତ-୨୦୨୦’ ଅଭିଯାନ: ଫିଟ୍‌ ରହିବା ପାଇଁ ଅଧିକାରୀ ସ୍ବାମୀଙ୍କ ସହିତ ସ୍ତ୍ରୀ ମଧ୍ୟ କରିବେ ବ୍ୟାୟାମ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଲକ୍‌ଡାଉନ୍‌-୫ ସହିତ ଅନ୍‌ଲକ୍‌ ଦେଶରେ ଜାରି ରହିଛି। ଏପରିସ୍ଥଳେ ଆଇଟିବିପିର ଅଧିକାରୀଙ୍କୁ ଫିଟ୍‌ ରଖିବା ଲାଗି ‘ପେଟ ମୁକ୍ତ-୨୦୨୦’(ବେଲି ଫ୍ରି-୨୦୨୦) ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନ ଅନ୍ତର୍ଗତ ଫିଟ୍‌ ରହିବା ପାଇଁ ଅଧିକାରୀ ସ୍ବାମୀଙ୍କ ସହିତ ସ୍ତ୍ରୀ ମଧ୍ୟ ବ୍ୟାୟାମ କରିବେ। ଏନେଇ ଆଇଟିବିପି ମହାନିର୍ଦ୍ଦେଶକ ଏସ୍‌.ଏସ୍‌. ଦେଶଓ୍ବାଲ ସୂଚନା ଦେଇଛନ୍ତି। ଦେଶରେ ଆଇଟିବିପି ଏବଂ ବିଏସ୍‌ଏଫ୍‌ର ପ୍ରାୟ ସାଢ଼େ ଲକ୍ଷ କର୍ମଚାରୀ ଅଛନ୍ତି। ସେମାନଙ୍କୁ ଫିଟ୍‌ ରଖିବା ଲାଗି ଆଇଟିବିପି ଅଧିନରେ ଥିବା ୭୦ରୁ ୮୦ ଏକର ଜମିରେ ବ୍ୟବସ୍ଥା କରାଯିବ। ଏସବୁ ସ୍ଥାନରେ ଅଧିକାରୀ ଦମ୍ପତ୍ତିଙ୍କ ପାଇଁ ଫିଟ୍‌ନେସ୍‌ କୋର୍ସ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି। ଆଇଟିବିପିର କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ବର୍ତ୍ତମାନ ସୁଦ୍ଧା ୧୨୦୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,୫୮ ବର୍ଷ ବୟସ୍କ ଦେଶଓ୍ବାଲ ‘ଫିଟ୍‌ ଇଣ୍ଡିଆ’ ବାର୍ତ୍ତା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ବିକାନେରରୁ ଯୋଧପୁର ପର୍ଯ୍ୟନ୍ତ ୧୦୦ କିମି ୨୪ ଘଣ୍ଟାରେ ଚାଲିଚାଲି ଅତିକ୍ରମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri