ଆଇଟିବିପି ଯବାନଙ୍କ ଯୋଗାଭ୍ୟାସ

ଶ୍ରୀନଗର,୧୯।୬: ଅନ୍ତର୍ଜାତୀୟ ଯୋଗ ଦିବସ ଆସନ୍ତା ୨୧ରେ ଆୟୋଜିତ ହେବ। ଏହାକୁ ନେଇ ସାରା ବିଶ୍ୱରେ ପ୍ରସ୍ତୃତି ଜୋରସୋରରେ ଚାଲିଥିବା ବେଳେ ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଲୋକେ ଯୋଗ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ଏହି କ୍ରମରେ ବୁଧବାର ଜମ୍ମୁ କଶ୍ମୀରର ଶ୍ରୀନଗରରେ ଆଇଟିବିପି ଯବାନମାନେ ଯୋଗାଭ୍ୟାସ କରିଛନ୍ତି। ସେହିପରି ଅରୁଣାଚଳ ପ୍ରଦେଶର ବସରରେ ମଧ୍ୟ ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ଆଇଟିବିପିର ଯବାନମାନେ ଯୋଗ ଅଭ୍ୟାସ ପାଇଁ ସ୍ବତନ୍ତ୍ର ପ୍ରସ୍ତୃତି କରିଛନ୍ତି। ଏଠାରେ ଯବାନମାନେ ବହୁ ଉତ୍ସାହର ସହ ଯୋଗଭ୍ୟାସ କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦ ସମ୍ମୁଖରେ ଅସହାୟ ପାକିସ୍ତାନ: ଆତ୍ମଘାତୀ ଆକ୍ରମଣର ମାଷ୍ଟରମାଇଣ୍ଡ ଚିହ୍ନଟରେ ବିଫଳ, ର‘କୁ କଲା ଦାୟୀ…

ଇସଲାମାବାଦ,୧।୧୦ : ବାଲଚିସ୍ତାନରେ ହୋଇଥିବା ଆତ୍ମଘାତୀ ବିସ୍ଫୋରଣ ନେଇ ପାକିସ୍ତାନ ଏବେ ଭାରତୀୟ ଗୁପ୍ତଚର ସଂସ୍ଥା ର‘କୁ ଦାୟୀ କରିଛି। ବିସ୍ଫୋରଣର ୨ ଦିନ ବିତିଥିଲେ...

କିମ୍‌ ଜଙ୍ଗ୍‌ ଉନ୍‌ଙ୍କୁ ନେଇ ବଢ଼ୁଛି ଗୁଜବ

ସିଓଲ,୨୭ା୪: ଉତ୍ତରକୋରିଆ ନେତା କିମ୍‌ ଜଙ୍ଗ୍‌ ଉନ୍‌ ଦୀର୍ଘଦିନ ଅନୁପସ୍ଥିତ ରହିବା ଏବଂ ଏ ସମ୍ପର୍କରେ ଦେଶ ପକ୍ଷରୁ କୌଣସି ସୂଚନା ଦିଆ ନ ଯିବା...

ଯୋଗ କରି ଫିଟ୍‌ ରହିଛନ୍ତି ଏହିସବୁ ଅଭିନେତ୍ରୀ

ଯୋଗ ଆମକୁ ଶୃଙ୍ଖଳା ଓ ସମୟାନୁବର୍ତ୍ତିତା ଶିଖାଇଥାଏ। ଏତଦ୍‌ବ୍ୟତୀତ ଉତ୍ତମ ସ୍ବାସ୍ଥ୍ୟ ପାଇଁ ଯୋଗଠାରୁ ଭଲ ମହୌଷଧି କିଛି ନାହିଁ। ଖାସ୍‌ ଏଥିପାଇଁ ତ ବଲିଉଡ୍‌ର...

ଅନ୍ତର୍ଜାତୀୟ ଯୋଗ ଦିବସରେ ଯବାନଙ୍କ ସହ ଯୋଗ କଲା ଡଗ୍‌ ସ୍କ୍ବାଡ

ଶ୍ରୀନଗର,୨୧।୬: ଅନ୍ତର୍ଜାତୀୟ ଦିବସ ଅବସରରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଞ୍ଚିରେ ଜନସାଧାରଣଙ୍କ ସହ ଯୋଗ କରିଛନ୍ତି। ଯୋଗ...

ପାଣିରେ ଯୋଗାସନ କଲେ ଯବାନ

ଇଟାନଗର,୨୧।୬: ସମଗ୍ର ବିଶ୍ୱରେ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଯୋଗ ଦିବସକୁ ସ୍ମରଣୀୟ କରିବା ଯବାନମାନେ ପାଣି ଓ ପାହାଡ଼ ଉପରେ ଯୋଗ...

ମୋଦିଙ୍କ ସହ ଯୋଗ କଲେ ମୋଟୁ ପତଲୁ: ଭିଡିଓ ଭାଇରାଲ

ରାଞ୍ଚି,୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଦେଶର ମନ୍ତ୍ରୀ, ବଲିଉଡ୍‌ କଳାକାର...

ଯୋଗାସନ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲୋମ୍ବୋ,୨୧।୬: ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ଶିରସେନା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାସନ କରିଛନ୍ତି। ଯୋଗ କରୁଥିବାର ଏକ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର...

‘ଯୋଗ ଦ୍ୱାରା ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ହୋଇଥାଏ’

ବଡ଼ସାହି,୨୧ା୬(ସ୍ବ.ପ୍ର.) : ଯୋଗ ଦ୍ୱାରା ମଣିଷର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିବା ସହ ଦୀର୍ଘାୟୁ ହୋଇଥାଏ।  ରୋଗ ଓ ଦୁଶ୍ଚିନ୍ତାରୁ ମୁକ୍ତ ହେବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri