ଆଇଟି ଶିଳ୍ପରେ ଜାରି ରହିପାରେ ଓ୍ବାର୍କଫ୍ରମ୍‌ ହୋମ

ନୂଆଦିଲ୍ଲୀ,୨୮।୪: ଏବେ କୋଭିଡ୍‌ ସ୍ଥିତି ସୁଧୁରି ନ ଥିବା ବେଳେ ଲକ୍‌ଡାଉନ ଉଠିଲେ ମଧ୍ୟ ଆଇଟି ଶିଳ୍ପରେ ଓ୍ବାର୍କଫ୍ରମ୍‌ ହୋମ ସ୍ଥିତି ଜାରି ରହିପାରେ। ଲକ୍‌ଡାଉନ ଉଠିଲେ ମଧ୍ୟ ଆଇଟି ଶିଳ୍ପର ପ୍ରାୟ ୧୦ ଲକ୍ଷ କର୍ମଚାରୀ ଘରୁ କାମ କରିପାରନ୍ତି ବୋଲି ଆଇଟି ଶିଳ୍ପ ବିଶେଷଜ୍ଞ କ୍ରିସ୍‌ ଗୋପାଳ କ୍ରିଷ୍ଣନ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ୯୦ରୁ ୯୫% କର୍ମଚାରୀ ଏବେ ଘରୁ କାମ କରୁଛନ୍ତି। ଘରୁ କାମ କରିବାର ସ୍ଥିତି ଠିକ୍‌ ହେବାକୁ ଯାଉଛି। କାମ ଚାଲୁ ରଖିବା ନେଇ କମ୍ପାନୀଗୁଡିକର ଏହି ଧାରାକୁ ନେଇ କୌଣସି ଆପତ୍ତି ନାହିଁ। ଆଗାମୀ ଦିନରେ ବାଣିଜି୍ୟକ ଯୋଜନା, ପ୍ରୋସେସିଂ କ୍ଷେତ୍ରରେ ଏହା ଏକ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଯାଉଛି। ଲୋକମାନେ ଘରେ ଟେକ୍ନୋଲୋଜି ଭିତ୍ତିଭୂମି ଗ୍ରହଣ କରିବା ଆରମ୍ଭ କରିଦେଇଛନ୍ତି। କ୍ଲାଏଣ୍ଟଙ୍କଠାରୁ ଅନୁମତି ନେବା ସହ ବାଣିଜି୍ୟକ ଧାରାରେ ଏବେ ପରିବର୍ତ୍ତନ ଦେଖାଯାଇଛି ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri