ଆଇଟି ସେକ୍ଟରରେ ବଢ଼ୁଛି ନିଯୁକ୍ତି

ନୂଆଦିଲ୍ଲୀ,୧୭-୫: ଇନ୍‌ଫର୍ମେଶନ ଟେକ୍ନୋଲୋଜି(ଆଇଟି) କ୍ଷେତ୍ରରେ ଅତ୍ୟାଧୁନିକ ପ୍ରଯୁକ୍ତିରେ ଦକ୍ଷତା ଥିବା ବ୍ୟକ୍ତିବିଶେଷଙ୍କୁ ଭାରି ମାତ୍ରାରେ ନିଯୁକ୍ତି ଦିଆଯାଉଛି। ଗତ ଆର୍ଥିକ ବର୍ଷରେ ନିଯୁକ୍ତି କ୍ଷେତ୍ର ମାନ୍ଦା ଥିବା ବେଳେ ଚଳିତବର୍ଷ ଦେଶର ଶୀର୍ଷ ୪ ଆଇଟି କମ୍ପାନୀ ଟିସିଏସ୍‌, ଇନ୍‌ଫୋସିସ୍‌, ଓ୍ବିପ୍ରୋ ଏବଂ ଏଚ୍‌ସିଏଲ୍‌ ଟେକ୍ନୋଲୋଜିସ୍‌ ୭୮,୫୦୦ ଜଣଙ୍କୁ ନିଯୁକ୍ତି ଦେଇଛନ୍ତି, ଯାହା କି ୮ବର୍ଷର ଶୀର୍ଷ ସ୍ତରରେ ପହଞ୍ଚତ୍ଛି। ଆର୍ଥିକ ବର୍ଷ ୨୦୧୩ରୁ ୨୦୧୮ ପର୍ଯ୍ୟନ୍ତ ନିଯୁକ୍ତି ସଂଖ୍ୟା ପ୍ରତିବର୍ଷ ୭୦ ହଜାରରୁ କମ୍‌ ଥିଲା। ନିଯୁକ୍ତି ବୃଦ୍ଧି ପାଇବା ଅର୍ଥ ଆଇଟି ସେକ୍ଟର ପୁନର୍ବାର ତା’ର ପୂର୍ବାବସ୍ଥାକୁ ଫେରି ଆସୁଛି। ଚଳିତ ବର୍ଷ ମାର୍ଚ୍ଚ ସୁଦ୍ଧା ଉକ୍ତ ୪ ଆଇଟି କମ୍ପାନୀରେ ହାରାହାରି ନିଯୁକ୍ତି ସଂଖ୍ୟା ୯.୬ ଲକ୍ଷ ରହିଛି, ଯାହା କି, ପୂର୍ବ ବର୍ଷ ଅପେକ୍ଷା ୮.୯% ଅଧିକ। ଟିସିଏସ୍‌ରେ ୪୪%, ଇନ୍‌ଫୋସିସ୍‌ରେ ୨୩.୭%, ଏଚ୍‌ସିଏଲ୍‌ ଟେକ୍‌ରେ ୧୪.୩% ଏବଂ ଓ୍ବିପ୍ରୋରେ ୧୭.୮%ଙ୍କୁ ଚଳିତବର୍ଷ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

୪୪ ଡିଗ୍ରୀ ଖରାରେ ଚାଷୀଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଚନ୍ଦାହାଣ୍ଡି ଥାନା ଘେରାଉ

ନବରଙ୍ଗପୁର,୨୪।୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରେ ନିଜ ବଳଦକୁ ନେଇ ଚନ୍ଦାହାଣ୍ଡିରୁ ରାଇଘରକୁ ନେବା ସମୟରେ ବଜରଙ୍ଗ ଦଳ ସଦସ୍ୟ କହୁଥିବା କିଛି ବ୍ୟକ୍ତି…

ଶୁଭେନ୍ଦୁଙ୍କ ବଡ ଆକ୍ସନ, ଖୋଲୁଛନ୍ତି ନୂଆ ‘ଡିଟେନ୍ସନ ସେଣ୍ଟର’, ଜାଣନ୍ତୁ କେଉଁମାନଙ୍କୁ ଏଠି ଅଟକ ରଖାଯିବ

କୋଲକାତା,୨୪।୫: ପଶ୍ଚିମବଙ୍ଗର ଗୃହ ଏବଂ ପାହାଡ଼ି ବ୍ୟାପାର ବିଭାଗ ସମସ୍ତ ଜିଲା ମାଜିଷ୍ଟ୍ରେଟଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ଧରାପଡ଼ିଥିବା ବିଦେଶୀ ନାଗରିକ ଏବଂ ଜେଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri