ଆଇନକୁ ବେଖାତିର: ହିଂସାକାଣ୍ଡ ପରେ ପୋଲିସ ସମ୍ମୁଖରେ ବାହାରିଗଲେ ଦୁର୍ବୁତ୍ତ; ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁ ହିଂସାକୁ ନେଇ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ଏବେ ଏହାର ଫଟୋ ଓ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଦୁର୍ବୁତ୍ତମାନେ ହିଂସାକାଣ୍ଡ ଭିଆଇବା ପରେ ଆରାମରେ ପୋଲିସ ଆଗରେ ବିଶ୍ୱବିଦ୍ୟାଳୟ ଗେଟ୍‌ ବାହାରକୁ ବାହାରୁଥିତ୍ବାର ଦୃଶ୍ୟ ଫଟୋ ଓ ଭିଡ଼ିଓରେ ରହିଛି। ପୋଲିସ କେବଳ ନୀରବ ଦ୍ରଷ୍ଟା ପାଲଟିଥିବାର ପ୍ରକୃତ କାରଣ କଣ ସେ ନେଇ ସାଧାରଣରେ ପ୍ରଶ୍ନ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ ଦେଲେ ବିରୋଧୀ

ନୂଆଦିଲ୍ଲୀ,୧୪ା୩: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ଦାବିରେ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ…

ସମର୍ଥନ ମିଳୁଛି, ସମାଧାନ ହେଉନି: ଚେତାବନୀ ଦେଲେ ଚାଷୀ

ବରଗଡ଼,୧୪।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ଦାବିରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାନ ଗଦା କରି ଚାଲିଥିବା ଚାଷୀଙ୍କ ଆନ୍ଦୋଳନ ଶୁକ୍ରବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ସେମାନଙ୍କ ଧାନକ୍ରୟ…

ଏଲ୍‌ପିଜି ଅପେକ୍ଷାରେ ହୃଦ୍‌ଘାତ, ବୃଦ୍ଧ ମୃତ

ଚଣ୍ଡିଗଡ଼,୧୪ା୩: ଇରାନ ଯୁଦ୍ଧକୁ ନେଇ ରନ୍ଧନ ଗ୍ୟାସ୍‌ ଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ଦେଶର ବିଭିନ୍ନ ଭାଗରେ ଏଲ୍‌ପିଜି ପାଇବା ପାଇଁ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଶୁକ୍ରବାର…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ରବିବାରଠୁ ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୪ା୩(ବନ୍ଦନା ସେଠୀ):ରାଜ୍ୟରେ ଏବେ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରବାହ ବା ହିଟ୍‌ ଓ୍ବେଭ୍‌ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ରାଜ୍ୟରେ ଏବେ ହିଟ୍‌ ଓ୍ବେଭ୍‌ ଜାରି…

ଏଲ୍‌ପିଜି ସଙ୍କଟ: ପାର୍ଲାମେଣ୍ଟରେ ବିକ୍ଷୋଭ

ନୂଆଦିଲ୍ଲୀ,୧୪ା୩: ଏଲ୍‌ପିଜି ସଙ୍କଟକୁ ନେଇ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପେଟ୍ରୋଲିୟମ୍‌ ମନ୍ତ୍ରୀ ହରଦୀପ୍‌…

ମୋଜତବାଙ୍କୁ ଧରାଇଦେଲେ ୧୦ ନିୟୁତ ଡଲାର: ପୁରସ୍କାର ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୧୪ା୩:ଇରାନ୍‌ର ନୂଆ ସୁପ୍ରିମ ଲିଡର ମୋଜତବା ଖାମେନେଇ ଓ ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି)ର ବରିଷ୍ଠ ନେତାମାନଙ୍କ ସମ୍ପର୍କରେ ସୂଚନା ଦେଲେ ସମ୍ପୃକ୍ତ ସୂଚନାଦାତାଙ୍କୁ ଆମେରିକା…

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri