ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ

ତାଳଚେର, ୧୦ା୩(ନି.ପ୍ର.)- ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ଦୟସାଗର ମିଶ୍ରଙ୍କୁ କେତେଜଣ ଦୁର୍ବୁତ୍ତ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ସୂଚନା ମୁତାବକ, ଅପରାହ୍ନରେ ଦୟସାଗର ଅନ୍ୟ ଜଣେ ଓକିଲ ବନ୍ଧୁଙ୍କ ସହିତ ନିଜ କାର ଯୋଗେ ଟାଉନ ସ୍ଥିତ ବାସଭବନକୁ ଫେରୁଥିଲେ । ହାଟତୋଟା ରାସ୍ତାରେ ହଠାତ ୬/୭ ଜଣ ଯୁବକ ମାରଣାସ୍ତ୍ର ଧରି ତାଙ୍କ ଗାଡିକୁ ଅଟକାଇବା ସହ ଅତର୍କିତ ଭାବରେ ତାଙ୍କୁ ମାଡ ମାରିଥିଲେ। ଏଥିରେ ତାଙ୍କ କାରଟି ମଧ୍ୟ ଭାଙ୍ଗିରୁଜି ଯାଇଛି। ଏହାକୁ ନେଇ ଥାନାରେ ଉତ୍ତେଜନା ଦେଖାଦେଇଛି ପୋଲିସ ଏକ ମକଦ୍ଦମା ରୁଜୁ କରି ଅନୁସନ୍ଧାନ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri