ବନ୍ତ,୨୮।୪(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ଲକ୍ଡାଉନ୍ କଟକଣାକୁ କଡ଼ାକଡି କରାଯାଇଛି। ତେବେ ଏହି ସମୟରେ ଆଇନ ଉଲ୍ଲଂଘନକାରୀଙ୍କଠାରୁ ୨୮ ହଜାର ୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି ା ସେଥିମଧ୍ୟରୁ ୧୧ ଜଣଙ୍କ ଠାରୁ ୨୨ ହଜାର, ମୋଟରଯାନ ଆଇନରେ ୬ ହଜାର ଓ ମାକ୍ସ ବ୍ୟବହାର କରି ନ ଥିବା ଜଣେ ବ୍ୟକ୍ତିଙ୍କ ଠାରୁ ୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଭଦ୍ରକ View All
ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍: ଜାଣନ୍ତୁ ଖେଳାଯିବ ମ୍ୟାଚ୍
କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...
କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍
ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
Archives


