ଆଇପିଏଲ ପ୍ରଥମ ପର୍ଯ୍ୟାୟରେ ଖେଳି ନ ପାରନ୍ତି ଈଶାନ୍ତ

ଖ୍ରୀଷ୍ଟଚର୍ଚ୍ଚ,୧ା୩- ଈଶାନ୍ତ ଶର୍ମା ଏବେ ଗୋଇଠି ଜନିତ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ଶେଷ ହେବା ପରେ ତାଙ୍କ ଗୋଇଠିରେ ଯନ୍ତ୍ରଣା ହୋଇଥିଲା। ତାଙ୍କର ସ୍କାନ କରାଯାଇଛି। ରିପୋର୍ଟ ଆସିବା ପରେ ତାଙ୍କୁ କେତେ ଦିନ ବିଶ୍ରାମ ଦରକାର, ସେ ନେଇ କୁହାଯିବ। ସମାନ ସମସ୍ୟା ଯୋଗୁ ଈଶାନ୍ତ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ୩ ସପ୍ତାହ ରହିଥିଲେ। ସେଠାରେ ତାଙ୍କୁ ଫିଟ୍‌ ଘୋଷଣା କରାଯିବା ପରେ ନ୍ୟୁଜିଲାଣ୍ଡ ଗସ୍ତ କରିଥିଲେ। କିନ୍ତୁ ଏବେ ପୁଣି ସମାନ ସମସ୍ୟା ଦେଖା ଦେବାରୁ ବିସିସିଆଇ ଏନ୍‌ସିଏର ମୁଖ୍ୟ ଫିଜିଓ ଆଶିଷ କୌଶିକଙ୍କ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛି। ଆହତ ଥିବାରୁ ଈଶାନ୍ତ ଆଇପିଏଲର ପ୍ରଥମ ପର୍ଯ୍ୟାୟରେ ନ ଖେଳିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri