ଆଇପିଏଲ ଫାଇନାଲରେ ହୋଷ୍ଟ କରିବେ ସଲମାନ ଏବଂ କ୍ୟାଟ୍ରିନା

ସଲମାନ ଏବଂ କ୍ୟାଟ୍ରିନା ଆଇପିଏଲ୍‌ ଫାଇନାଲରେ ମ୍ୟାଚକୁ ହୋଷ୍ଟି କରିବା ପାଇଁ ଆସିବେ। ଏହା ସହିତ ନିଜର ଅପକମିଙ୍ଗ୍‌ ଫିଲ୍ମ ‘ଭାରତ’ର ପ୍ରମୋଶନ ମଧ୍ୟ କରିବେ। ରବିବାର ଆଇପିଏଲ୍‌ ୨୦୧୯ର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ। ସୁରକ୍ଷା ଦୃଷ୍ଟିରୁ ଦୁଇଜଣ ଫିଲ୍ଡକୁ ଯିବେ ନାହିଁ। ଷ୍ଟୁଡିଓରେ ବସି ଲାଇଭ୍‌ କରିବେ। କିଛି ମିଡିଆ ରିପୋର୍ଟ ଅନୁଯାୟୀ, ‘ଭାରତ’ ଫିଲ୍ମର ପ୍ରଡ୍ୟୁସର ଅତୁଲ ଅଗ୍ନିହୋତ୍ରୀ ଏବଂ ନୀଖିଲ ନାମିତଙ୍କ ବହୁତ ଭଲ ଆଇଡିଆ। ମାର୍କେଟିଂ ସ୍କିମ୍‌ରେ ଏହା ଖୁବ୍‌ ଭଲ କରିବ। କୁହାଯାଉଛି, ଦୁଇଜଣ ଯାକ ଫିଲ୍ମର ପ୍ରମୋଶନ କିଛି ଅଲଗା ପ୍ରକାର କରିବାକୁ ଚାହଁୁଛନ୍ତି। ଯେଉଁଥିପାଇଁ ସଲମାନ ଏବଂ କ୍ୟାଟ୍ରିନାଙ୍କୁ ଆଇପିଏଲ୍‌ ଫାଇନାଲରେ ହୋଷ୍ଟ ଭାବେ ନେବାକୁ ପ୍ଲାନିଂ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri