ଆଇଫା ଆଓ୍ବାର୍ଡରେ ଘଟିଲା ଏମିତି, ନ ହସି ରହି ପାରିଲେନି ଦୀପିକା

ବହୁ ପ୍ରତୀକ୍ଷିତ ଆଇଫା ଆଓ୍ବାର୍ଡ ୨୦୧୯ ବୁଧବାର ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ବଲିଉଡ୍‌ ଅଭିନେତ୍ରୀ, ଅଭିନେତାଙ୍କ ଜଲ୍‌ଓ୍ବା ଦେଖିବାକୁ ମିଳିଥିଲା। ଗ୍ରୀନ୍‌ କାର୍ପେଟ୍‌ ଉପରେ ଷ୍ଟାରମାନେ ଭିନ୍ନ ଭିନ୍‌ ଷ୍ଟାଇଲ୍‌ ଆଉ ଲୁକ୍‌ରେ ଦର୍ଶକଙ୍କ ସାମ୍ନାକୁ ଆସିଥିଲେ। ଆଓ୍ବାର୍ଡ ଶୋ’ରେ ଦୀପିକା ପାଦୁକୋନ୍‌ଙ୍କ ସହ ଏମିତି କିଛି ଘଟିଲା, ଯାହାକୁ ନେଇ ଦୀପିକା ହସ ଅଟକାଇ ପାରି ନ ଥିଲେ।

ଏହି ସମୟର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଦୀପିକା ଗ୍ରୀନ୍‌ କାର୍ପେଟ୍‌ ଉପରେ ଚାଲୁଥିବାବେଳେ ସଲ୍‌ମାନ୍‌ ଖାନ୍‌ ଏଣ୍ଟ୍ରି କରିଥିଲେ। ଏମିତିରେ ତ ସଲ୍‌ମାନ ଏଣ୍ଟ୍ରି କରିବା କ୍ଷଣି ଦର୍ଶକଙ୍କ ନଜର କେବଳ ତାଙ୍କ ଉପରେ ହିଁ ରହିଥାଏ। ଦୀପିକାଙ୍କ ପଛରେ ଥିଲେ ସଲ୍‌ମାନ। କିନ୍ତୁ ଦର୍ଶକମାନେ ଦୀପିକାଙ୍କ ଉପରୁ ନଜର ହଟାଇ ସଲ୍‌ମାନ ସଲ୍‌ମାନ କହି ଉତ୍ସାହିତ ହୋଇପଡ଼ିଥିଲେ। ଏହା ଶୁଣି ଦୀପିକା ପଛକୁ ଫେରି ଚାହିଁବା ସହ ନିଜ ହସକୁ ସମ୍ଭାଳି ପାରି ନ ଥିଲେ।

ଦୀପିକା- ସଲମାନଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ଦୀପିକା ଏକ ପର୍ପଲ କଲର ଲଙ୍ଗ୍‌ସ ଟ୍ରୋଲ୍‌ ଡ୍ରେସ୍‌ ପିନ୍ଧି ଖୁବ୍‌ ସୁନ୍ଦର ଦେଖାଯାଉଥିଲେ।

ରେଖା ଦୀପିକାଙ୍କୁ ଆଓ୍ବାର୍ଡ ପ୍ରେଜେଣ୍ଟ କରିଥିଲେ। ଦୁଇଜଣଙ୍କ କେମିଷ୍ଟ୍ରି ବହୁତ ବଢ଼ିଆ ଥିଲା। ଦୀପିକା ରେଖାଙ୍କଠାରୁ ଆଓ୍ବାର୍ଡ ଗ୍ରହଣ କରି ଖୁବ୍‌ ଖୁସି ଜଣାପଡୁଥିଲେ । ସେହିପରି ସଲମାନ ବ୍ଲୁ କଲରର ଶୁଟ୍‌ ଏବଂ ବ୍ଲେଜର ପିନ୍ଧି ହ୍ୟାଣ୍ଡ୍‌ସମ୍‌ ଲାଗୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri