Posted inଖେଳ

ଆଇସିସି ଉପରେ ଖୁବ୍ଧ ସଚିନଙ୍କ ପ୍ରଶଂସକ

ନୂଆଦିଲ୍ଲୀ,୨୮।୮: ବେନ ଷ୍ଟୋକ୍ସଙ୍କ ଅପରାଜିତ ଶତକ ବଳରେ ଇଂଲଣ୍ଡ ୩ୟ ଟେଷ୍ଟକୁ ଜିତି ଆଶେସ ସିରିଜ୍‌କୁ ବରାବର ସ୍ଥିତିକୁ ଆଣିଛି। ଏଥିନେଇ ବୁଧବାର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଏକ ଫଟୋ ଟୁଇଟ୍‌ କରାଯାଇଛି। ଯେଉଁଥିରେ ସଚିନ ଇଂଲଣ୍ଡ ଅଲରାଉଣ୍ଡଙ୍କୁ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ପୁରସ୍କାର ଦେଉଛନ୍ତି। ଏହାର କ୍ୟାପଶନରେ ଆଇସିସି ଷ୍ଟୋକ୍ସଙ୍କୁ ସର୍ବକାଳୀନ ଶ୍ରେଷ୍ଠ କ୍ରିକେଟର ବୋଲି ଅବିହିତ କରିଛି। ଏହାକୁ ନେଇ ସଚିନଙ୍କ ଫ୍ୟାନମାନେ ଅସନ୍ତୋଷ ବ୍ୟକ୍ତ କରିବା ସହ ଆଇସିସି ଦୁଇ କ୍ରିକେଟରଙ୍କ ରେକର୍ଡକୁ ତୁଳନା କରିବାକୁ କହିଛନ୍ତି। ଜଣେ ପ୍ରଶଂସକ ଟୁଇଟ୍‌ କରିଛନ୍ତି, ବିସିସିଆଇ ଏଥିନେଇ କଡ଼ା କାର୍ଯ୍ୟାନୁଷ୍ଠାନ ନେଉ ଓ ଆଇସିସିକୁ ସସ୍‌ପେଣ୍ଡ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri