ଆଇସୋଲେଶନରେ ମହାରାଷ୍ଟ୍ର ରାଜ୍ୟପାଳ

ମୁମ୍ବାଇ,୧୨।୭: ମହାରାଷ୍ଟ୍ରରେ ଦେଶର ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ବି ସେଠାରେ କରୋନା ଥମିବାର ନାଁ ନେଉନି। ରବିବାରଠାରୁ ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ନିଜକୁ ଆଇସୋଲେଟ କରି ରଖିଥିବା ସୂଚନା ମିଳିଛି। ବୃହାନମୁମ୍ବାଇ ମହାନଗର ନିଗମର ଅଧିକାରୀଙ୍କ ସୂଚନା ଅନୁଯାୟୀ ରାଜଭବନର ପାଖାପାଖି ୧୬ ଜଣ ସଦସ୍ୟ କରୋନା ପଜିଟିଭ ବା କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ କୋଶୟାରୀ ନିଜକୁ ଆଇସୋଲେଟ କରି ଦେଇଛନ୍ତି। ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଯଦି ଆବଶ୍ୟକ ପଡେ ତେବେ ରାଜ୍ୟପାଳଙ୍କ କରୋନା ଟେଷ୍ଟ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri