ଛତ୍ରପୁର,୧୭ା୪(ଡି.ଏନ୍.ଏ.)- ଛତ୍ରପୁର ବ୍ଲକ ସୁନ୍ଦରପୁର ଆଇସୋଲଶନ ସେଣ୍ଟରରେ ଶୁକ୍ରବାର ରାତିରେ ଜଣେ ବୃଦ୍ଧ (୭୫)ଙ୍କ ମୃତ୍ୟୁ ଘଟିଛି। ସେ ଭୁବନେଶ୍ୱରରୁ ଫେରିବା ପରେ ତାଙ୍କୁ ସୁନ୍ଦରପୁର ଆଇସୋଲଶନ ସେଣ୍ଟରରେ ରଖାଯାଇଥିଲା। ସେ କ୍ୟାନ୍ସରରେ ପୀଡିତ ଥିଲେ ବୋଲି ଜଣାପଡିଛି। ଘଟଣାପରେ ପୋଲିସ, ପ୍ରଶାସନିକ ଅଧିକାରୀ ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ସେଠାରେ ପହଞ୍ଚିଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …
ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…
ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ
ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…
୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍ରେ ରାଜନୈତିକ ଉଷ୍ମତା
ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…
ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ
ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…
ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ
ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…
ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର
ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…
ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର
କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…
କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍
ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

