Posted inଖେଳ

ଆଇ-ଲିଗ୍‌:ଇଷ୍ଟବେଙ୍ଗଲର ପ୍ରଥମ ବିଜୟ

ଇମ୍ଫାଲ, ୧୧ା୧୨ (ପି.ଟି.)-ଚଳିତ ଆଇ-ଲିଗ୍‌ ସିଜନରେ ଇଷ୍ଟ ବେଙ୍ଗଲ ଏାହର ପ୍ରଥମ ବିଜୟ ହାସଲ କରିଛି। ସ୍ଥାନୀୟ ଖୁମାନ ଲାମ୍ପାକ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ନେରୋକା ବିପକ୍ଷ ମ୍ୟାଚରେ ଦଳ ୪-୧ ଗୋଲରେ ବିଜୟ ହାସଲ କରି ଘରୋଇ ଦର୍ଶକଙ୍କୁ ହତାଶ କରିଛି। ଇଷ୍ଟବେଙ୍ଗଲ ତରଫରୁ ଜେମି କୋଲାଡୋ (୨୧ ଓ ୫୨ତମ ମିନିଟ୍‌) ପେନାଲ୍ଟି ସ୍ପଟ୍‌ରୁ ଦୁଟି ଗୋଲ ସ୍କୋର କରିଥିଲେ। ଦଳ ପକ୍ଷରୁ ଅନ୍ୟ ଦୁଇଟି ଗୋଲ୍‌ ଜୁଆନ୍‌ ମେରା (୩୩ତମ) ଏବଂ ମାର୍କସ ଏସ୍ପାଡା (୬୫ତମ) ଗୋଲ ସ୍କୋର କରିଥିଲେ। ନେରୋକା ତରଫରୁ ବୋଉ ବାକାରା ଡିଆରା ୩୧ତମ ମିନିଟ୍‌ରେ ଏକମାତ୍ର ସନ୍ତ୍ୱନାମୂଳକ ଗୋଲ ସ୍କୋର କରିଥିଲେ। ମଙ୍ଗଳବାର ଏହି ବିଜୟ ଦ୍ୱାରା ଇଷ୍ଟବେଙ୍ଗଲ ୩ଟି ମ୍ୟାଚରୁ ୫ ପଏଣ୍ଟ ସହ ପଏଣ୍ଟ ଟେବୁଲର ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ଅନ୍ୟପକ୍ଷରେ ନେରୋକା ୩ ପଏଣ୍ଟ ସହ ପୂର୍ବଭଳି ୭ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri